ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବାରିପଦା ଅଫିସ, ୧ା୩- ବାରିପଦା ମଣ୍ଡଳ କାରାଗାରରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ଜିଲା ସିକମପୁର ଅଞ୍ଚଳର ସୁରଜ ନାଥ (୪୫)।
ସୂଚନା ଅନଯାୟୀ, କିଛି ବର୍ଷ ତଳେ ସୁରଜ ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳର କୁମୁଦିନୀ ମହାକୁଡ଼ଙ୍କୁ ବିବାହ କରିଥିଲେ। ଗତ ଶୁକ୍ରବାର ପାରିବାରିକ କଳହ ଓ ଯୌତୁକ ଦାବି କରି ସୁରଜ କୁମୁଦିନୀଙ୍କୁ ମାରପିଟ କରିଥିଲେ। କୁମୁଦିନୀ ଏ ନେଇ ମୋରଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ସୁରଜଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ସୁରଜଙ୍କୁ ବାରିପଦା ମଣ୍ଡଳ କାରଗାରକୁ ପଠାଯାଇଥିଲା। ଶନିବାର ସୁରଜଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ପିଆର୍‌ଏମ୍‌ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନ ୧୨ଟାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିକାଲ ମିଶା ରଙ୍ଗ ବିକି ଦୋକାନୀ ଗିରଫ

ବାଲେଶ୍ୱର ଅଫିସ,୨୯।୩: କୀଟନାଶକ ମିଶା ରଙ୍ଗ ବିକ୍ରି ଅଭିଯୋଗରେ ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ପୋଲିସ ସୋମବାର ଜଣେ ଦୋକାନୀଙ୍କୁ ଗିରଫ କରିଛି। ସୂଚନା...

ସହର ଭିତରେ ଭାରୀଯାନ ଚଳାଚଳ ନିଷେଧ: କଟକଣା ଜାରି କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୧।୧୦-ଦୁର୍ଘଟଣା ହ୍ରାସ ଏବଂ ଟ୍ରାଫିକ୍‌ ଭିଡ଼ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ବାଲେଶ୍ୱର ସହରର କେତେକ ବ୍ୟସ୍ତବହୁଳ ରାସ୍ତାରେ ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି।...

ଆରତି ମାଉସୀଙ୍କ ‘ଭୋଜନାଳୟ’

ଭୋଗରାଇ, ୨୧।୩(ପ୍ରଦୀପ ଦାସ)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖ ଭାଗରେ ରହିଛି ଏକ ଭୋଜନାଳୟ। ବାହାରେ ନାହଁ ଅନ୍ୟ ଭୋଜନାଳୟ ଭଳି କିଛି ଚାକଚକ୍ୟ। ନଡ଼ା...

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ରସାଳପୁର, ୨୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ହରିଡ଼ା ଗ୍ରାମର ପ୍ରଭାକର ମହାଳିକ ନାମକ ଯୁବକ ଶୁକ୍ରବାର ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ରେଳବାଇ ପୋଲିସ...

ପଣପଣା ସମବାୟ ସମିତି ଆଗରେ ଚାଷୀଙ୍କ ଧାରଣା

ବାହାନଗା, ୮।୬(ଡି.ଏନ.ଏ.)-ବିକ୍ରି ହୋଇଥିବା ଧାନର ପ୍ରାପ୍ୟ ପାଇଁ ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତି ଆଗରେ ଶୁକ୍ରବାର ଚାଷୀମାନେ ଧାରଣା ଦେଇଥିଲେ। ୧୫ ଦିନ...

ଆଇଏସ୍‌ଆଇ ଲିଙ୍କ୍‌: ଦେଶଦ୍ରୋହ ଅପରାଧରେ ଈଶ୍ୱରଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୧୧।୨- ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଆଇଏସ୍‌ଆଇ ଏଜେଣ୍ଟଙ୍କୁ ପ୍ରଦାନ କରିବା ଅଭିଯୋଗରେ ଗିରଫ ଈଶ୍ୱର...

ମରୁଡ଼ି ଘୋଷଣା ଦାବିରେ ଗଣଆନ୍ଦୋଳନ

ବାଲିଆପାଳ,୧୩।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମେତ ବସ୍ତା, ଜଳେଶ୍ୱର, ଭୋଗରାଇ ବ୍ଲକ ଏବଂ ବାଲେଶ୍ୱର ଜିଲାକୁ ମରୁଡି ଅଞ୍ଚଳ ଘୋଷଣା ଦାବିରେ ଚାଷୀ ଏକତା ମଞ୍ଚ ଏବଂ ସୂଚନା...

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ପାଇଲେ ଐଶ୍ୱରୀ

ବାଲେଶ୍ୱର ଅଫିସ,୮ା୧୦: ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାର ଫଳ ଶୁକ୍ରବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ଚାନ୍ଦମାରି ପଡ଼ିଆ ନିବାସୀ ତଥା ପୂର୍ତ୍ତ ବିଭାଗରେ କାର୍ଯ୍ୟରତ...

Advertisement
Archives

Model This Week