ବିଚାରାଧୀନ କଏଦୀ ମୃତ

ନୟାଗଡ଼,୧୯।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସବ୍‌ଜେଲ୍‌ରେ ବିଚାରାଧୀନ ଥିବା ଜଣେ କଏଦୀଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ପାତ୍ର (୪୫)। ସୂଚନାଯୋଗ୍ୟ, ଏକ ଗଣ୍ଡଗୋଳ ଘଟଣାରେ ଜେଲ୍‌ରେ ଥିବା କୃଷ୍ଣଚନ୍ଦ୍ର ପୂର୍ବରୁ ପେଟ ରୋଗଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ତାଙ୍କ ଅବସ୍ଥା ଗୁରୁତର ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ଉକ୍ତ ଗଣ୍ଡଗୋଳ ଘଟଣାରେ ତାଙ୍କ ସ୍ତ୍ରୀ ମଧ୍ୟ ଜେଲ୍‌ରେ ଅଛନ୍ତି। ଦଶପଲ୍ଲା ଚିକିତ୍ସାଳୟରେ ସ୍ଥାନୀୟ ତହସିଲଦାର, ପୋଲିସ ଓ ଜେଲ କର୍ମଚାରୀଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେପୁର ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ

ପଦ୍ମପୁର,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଦଳୀୟ କର୍ମୀଙ୍କ ସହ...

୧୮ ହଜାର ହେକ୍ଟର ଚାଷଜମି ପଡ଼ିଆ

ତିହିଡ଼ି, ୨୦।୭ (ଡି.ଏନ.ଏ.) – ଆଷାଢ଼ ଯାଇ ଶ୍ରାବଣ ହେଲା। ଜମିରେ ଧାନ ଗଛଟିଏ ବସି ପାରିଲା ନାହିଁ। ଦୀର୍ଘଦିନ ଧରି ବର୍ଷା ଛାଡ଼ି ଯାଇଥିବାରୁ...

ଗଭୀର ନଳକୂଅ ଖନନ ଟଙ୍କା ମିଳିଲାନି: ବିଷପାନ କରିଥିବା ଚାଷୀଙ୍କୁ ନେଇ ୪ ଘଣ୍ଟା ଗଣଧାରଣା

କେସିଙ୍ଗା,୧୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମପଞ୍ଚାୟତ ବାହାଦୂରପଦର ଗ୍ରାମର ଡମ୍ବରୁଧର ପୋଢ଼ (୪୦) ଜଳନିଧି ଯୋଜନାରେ ଗଭୀର ନଳକୂଅ ଖନନ କରିଥିଲେ।...

ତିହିଡି, ଚାନ୍ଦବାଲି ମଦମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଗଣଧାରଣା, ପ୍ରତିବାଦ ସଭା

ତିହିଡ଼ି, ୧୪।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାର  ତିହିଡ଼ି ଓ ଚାନ୍ଦବାଲିରେ ବିଷାକ୍ତ ମଦ ପିଇ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପୋଲିସ ଓ ପ୍ରଶାସନ ଏଯାଏ କୌଣସି...

ପୁଣି ଜୋର୍‌ ଧରିଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୧ା୧୦ : ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଭବତାରଣ...

ଜରପଡ଼ାକୁ ବ୍ଲକ ମାନ୍ୟତା ଦାବି; ଆଞ୍ଚଳିକ ବିକାଶ ପରିଷଦର ଆନ୍ଦୋଳନ ଚେତାବନୀ

ଛେଣ୍ଡିପଦା,୨୨।୭(ଡି.ଏନ.ଏ.) ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜରପଡାକୁ ବ୍ଲକ ମାନ୍ୟତା ପ୍ରଦାନ ପାଇଁ ଦାବି କରିଛି ଜରପଡା ଆଞ୍ଚଳିକ ବିକାଶ ପରିଷଦ। ଏ ନେଇ ଆଞ୍ଚଳିକ ବିକାଶ...

ଟ୍ରେନ୍‌ରୁ ଖସି ଦାଦନ ଶ୍ରମିକ ମୃତ: ଆର୍ଥତ୍କ ସହାୟତା ଦେବାକୁ ଦାବି

ଭବାନୀପାଟଣା,୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ମାଣ୍ଡେଲ ଗ୍ରାମର ଯୁଧିଷ୍ଠିର ଗଉଡ (୪୦)ଙ୍କ ଟ୍ରେନ୍‌ରୁ ଖସି ମୃତ୍ୟୁ ଘଟିଛି। ଯୁଧିଷ୍ଠିର ୫ ମାସ ତଳେ କେରଳକୁ...

ମୁକୁଳା ପଡ଼ିଛି ଆଡ଼ିବନ୍ଧ

ଭଦ୍ରକ ଅଫିସ, ୧୮।୬ – ପ୍ରତିବର୍ଷ ବର୍ଷାଋତୁ ଆସିଲେ ଚିନ୍ତା ବଢ଼େ। ପ୍ରଶାସନ ପକ୍ଷରୁ ବର୍ଷାକୁ ଆଖି ଆଗରେ ରଖି ବିଭିନ୍ନ ନଦୀବନ୍ଧ, ଆଡିବନ୍ଧକୁ ସୁଦୃଢ଼...


Coronavirus Update

Archives

Model This Week

Why Dharitri