Posted inଜାତୀୟ

ବିଚାର ବିଭାଗୀୟ ହାଜତରେ କମଲନାଥଙ୍କ ଭଣଜା

ନୂଆଦିଲ୍ଲୀ,୩।୯: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଦିଲ୍ଲୀର ଏକ କୋର୍ଟ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି। ବ୍ୟାଙ୍କ ଋଣ ଜାଲିଆତିରେ ସଂପୃକ୍ତ ଓ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କ ମାମଲାର ଯାଞ୍ଚ କରୁଛି। ଏନେଇ ଅଗଷ୍ଟ ୨୦ରେ ଇଡି ପକ୍ଷରୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...

ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ...

ରାଜ୍ୟ ସଭା ଯିବା ନେଇ ମୁହଁ ଖୋଲିଲେ ନୀତିଶ

ପାଟନା,୪।୪: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ମୁଖ୍ୟମନ୍ତ୍ରୀ ପଦ ଛାଡି ରାଜ୍ୟ ସଭାକୁ ଯିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ଏଭଳି...

କୁସ୍ତିଯୋଦ୍ଧାଙ୍କୁ ସମର୍ଥନ କରି ଦିଲ୍ଲୀରେ ବିକ୍ଷୋଭ କରିବେ ହଜାର ହଜାର ଚାଷୀ

ନୂଆଦିଲ୍ଲୀ,୭।୫:ଦେଶର କୁସ୍ତିଯୋଦ୍ଧାମାନେ ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆଣି ଆନ୍ଦୋଳନ ଜାରି ରଖିଛନ୍ତି।...

ଆମାଜନରୁ ୧୦୦୦୦ କର୍ମଚାରୀଙ୍କୁ ଛଟେଇ କରିବାକୁ ଚାଲିଛି ପ୍ର୍‌ସ୍ତୁତି

ନୂଆଦିଲ୍ଲୀ,୧୫ ।୧୧: ବିଶ୍ୱର ପ୍ରାୟ ସମସ୍ତ ବଡ ବଡ କମ୍ପାନୀରୁ ଛଟେଇ କରିବା ପ୍ରକ୍ରିୟା ଜାରି ରହିଛି । ଆମେରିକାର ଟେକ୍ନୋଲୋଜି ଓ ଇ-କମର୍ସର ବଡ...

ଟୁଇଟରରେ ଅକ୍ସିଜେନ ପାଇଁ ସହାୟତା ମାଗିବାରୁ ଯୁବକ ଗିରଫ

ଲକ୍ଷ୍ନୌ,୨୮।୪ : ଉତ୍ତର ପ୍ରଦେଶର ଆମେଠି ଜିଲାର ଜଣେ ବ୍ୟକ୍ତି ଜେଜେବାପାଙ୍କ ଜୀବନ ବଞ୍ଚାଇବା ପାଇଁ ଟୁଇଟରରେ ଅକ୍ସିଜେନ ସିଲିଣ୍ଡର ଯୋଗାଇ ଦେବାକୁ ଆବେଦନ କରିଥିଲେ।...

ସର୍ବଦଳୀୟ ବୈଠକରେ ମୋଦି କହିଲେ କଥାବାର୍ତ୍ତା ଦ୍ୱାରା ହିଁ ବାହାରିବ କୃଷକ ଆନ୍ଦୋଳନର ସମାଧାନ

ନୂଆଦିଲ୍ଲୀ,୩୦ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନସିଂ ଜରିଆରେ ସର୍ବଦଳୀୟ ବୈଠକର ଅଧ୍ୟକ୍ଷତା କରିଥିଲେ । ବୈଠକରେ ସେ ଆମେରିକାରେ ମହାତ୍ମା ଗାନ୍ଧୀଙ୍କ...

ଚଳିତ ଦଶନ୍ଧିର ସବୁଠାରୁ ଦେବାଳିଆ ବଜେଟ: ଅଖିଳେଶ

ନୂଆଦିଲ୍ଲୀ,୧।୨: ଦ୍ୱିତୀୟ ଥର ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଲୋକ ସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା...

Advertisement
Archives

Model This Week