Posted inଜାତୀୟ

ବିଚ୍‌ ରାସ୍ତାରେ ଅଧିକାରୀଙ୍କୁ ଚପଲରେ ପିଟିଲେ ଭାଜପା ନେତ୍ରୀ

ଚଣ୍ଡିଗଡ଼,୫।୬: ଟିକ୍‌ଟକ୍‌ ଷ୍ଟାର ତଥା ଭାଜପା ନେତ୍ରୀ ସୋନାଲି ଫୋଗାଟ ପ୍ରାୟ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଚଳିତ ଥର ମଧ୍ୟ ସେ ଏଭଳି ଏକ କାମ କରିଛନ୍ତି ଯାହା ତାଙ୍କୁ ଚର୍ଚ୍ଚାର ପରିସରକୁ ଟାଣିଆଣିଛି। ହରିୟାଣା ହିସାରର ଆଦମପୁର ବିଧାନସଭା ମଣ୍ଡଳୀର ବିଧାୟିକା ସୋନାଲି ଫୋଗାଟ ହରିୟାଣା କୃଷକ ବଜାର କମିଟିର ଜଣେ ଅଧିକାରୀଙ୍କୁ ଶୁକ୍ରବାର ଚପଲରେ ପିଟିଛନ୍ତି। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚାଯୋଗ୍ୟ, ହିସାରରେ ଥିବା କୃଷକ ବଜାରକୁ ସୋନାଲି ଯାଞ୍ଚ କରିବାକୁ ପହଞ୍ଚିଥିଲେ। ସେଠାରେ ବଜାର କମିଟିର ସେକ୍ରେଟାରୀ ସୁଲତାନ ସିଂହଙ୍କ ସହ କୌଣସି ଏକ କଥାକୁ ନେଇ ତାଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହି ବିବାଦ ଏତେ ବଢ଼ିଯାଇଥିଲା ଯେ, ଶେଷରେ ସୋନାଲି ସମସ୍ତଙ୍କ ସାମ୍ନାରେ ସୁଲତାନଙ୍କୁ ଚାପୁଡ଼ା ମାରିବା ସହ ଚପଲରେ ପିଟିଥିଲେ। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଅପରପକ୍ଷେ ଏହାକୁ ନେଇ ଏବେ ରାଜନୀତି ସରଗରମ ଦେଖାଦେଇଛି। ବିରୋଧୀ ଦଳର ନେତାମାନେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ସହ ସୋନାଲିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍‌ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା

ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍‌ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର…

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ…

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧…

କାହିଁକି ବିଜୟଙ୍କୁ ଈର୍ଷା କରୁଛନ୍ତି ପବନ କଲ୍ୟାଣ! ଅସଲ କଥା ଖୋଲି କହିଲେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୨୬।୫: ତାମିଲନାଡୁ ରାଜନୀତି କ୍ଷେତ୍ରରେ, ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଜବରଦସ୍ତ ବିଜୟ ଏବେ ଅନ୍ୟ ରାଜ୍ୟର ନେତାମାନଙ୍କ ମଧ୍ୟରେ ମଧ୍ୟ ଆଲୋଚନାର ବିଷୟ ପାଲଟିଛି। ଏହି…

ସୌମ୍ୟ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ: ମାରିବାକୁ ସତ୍ୟନଗରୁ ପିଲା ଯାଇଥିଲେ ବାଲିଅନ୍ତା: ପୁଣି ଆଉ ଜଣଙ୍କୁ ବାନ୍ଧିଲା…

ଭୁବନେଶ୍ୱର୨୬।୫, ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  କ୍ରାଇମବ୍ରାଞ୍ଚ ଟିମ୍ କେନ୍ଦ୍ରାପଡ଼ା ଜିଲାର ଇନ୍ଦୁପୁର ଅଞ୍ଚଳରୁ ଏହି ଅଭିଯୁକ୍ତଙ୍କୁ ଧରିବାରେ ସଫଳ…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri