Posted inଜାତୀୟ

ବିଚ୍‌ ରାସ୍ତାରେ ଯୁବକଙ୍କୁ ନିସ୍ତୁକ ପିଟିଲେ ଟ୍ରାଫିକ୍‌ ପୋଲିସ

ଲକ୍ଷ୍ନୌ,୧୩।୯: ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଏହାର ଦୂରୁପଯୋଗ ହେବାସହ ରାସ୍ତାରେ ଅଜବ ଅଜବ ଘଟଣା ସମ୍ନାକୁ ଆସିଛି। ଶୁକ୍ରବାର ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରିଥିବା ଜଣେ ଯୁବକଙ୍କୁ ବିଚ୍‌ ରାସ୍ତାରେ ୨ଜଣ ପୋଲିସ ନିସ୍ତୁକ ମାଡ଼ ମାରିଥିବା ଦେଖିବାକୁ ମିଳିଛି। ଏହି ଘଟଣାରେ ଉତ୍ତରପ୍ରଦେଶ ପୋଲିସ ମାମଲାର ଯାଞ୍ଚ କରିବା ସହ ୨ଜଣ ପୋଲିସଙ୍କୁ ନିଲମ୍ବିତ କରାଯାଇଛି। ସୁଚନାଯୋଗ୍ୟ, ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଜଣେ ଯୁବକ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିଥିଲେ। ସେହି ସମୟରେ ଯୁବକ ଜଣଙ୍କ ପୋଲିସ ସହ ଯୁକ୍ତିତର୍କ କରିଥିଲେ। ଏହାପରେ ଉତ୍ତ୍ୟକ୍ତ ୨ଜଣ ପୋଲିସ ଯୁବକଙ୍କୁ ରାସ୍ତା ମଝିରେ ଲାତ ଗୋଇଠା ସହ ନିସ୍ତୁକ ମାଡ଼ ମାରିଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓ ସର୍ବସମ୍ମୁଖରେ ଆସିବା ପରେ ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

“ଆମେ ଇନଷ୍ଟାଗ୍ରାମର ସବୁଠାରୁ ଫେମସ କପଲ୍‌” G7 ସମ୍ମିଳନୀରେ ମୋଦିଙ୍କୁ ଏମିତି କାହିଁକି କହିଲେ ଜର୍ଜିଆ ମେଲୋନି? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୬: ଫ୍ରାନ୍ସର ଏଭିଆନ-ଲେସ-ବେନ୍ସ (Evian-les-Bains) ଠାରେ ଜି-୭ (G7) ଗୋଷ୍ଠୀର ନେତାମାନେ ଏକତ୍ରିତ ହୋଇ ପ୍ରମୁଖ ବିଶ୍ୱସ୍ତରୀୟ ଆହ଼୍ବାନଗୁଡ଼ିକ ଉପରେ ଆଲୋଚନା କରିଛନ୍ତି, ୟୁକ୍ରେନ ପ୍ରତି ସେମାନଙ୍କର…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri