ବିଛାଖଣ୍ଡିରେ ଚାଲିଥିବା ବେଆଇନ କ୍ରଶର ଉଚ୍ଛେଦ: ପ୍ରଶାସନ ନିକଟରେ ପୈଠ କରିପାରିଲେନି ଗୁରୁତ୍ୱପୂର୍ଣ୍ଣ କାଗଜ

ଜେନାପୁର,୪।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଛାଖଣ୍ଡିଠାରେ ବେଆଇନ ଭାବେ ଚାଲୁଥିବା କ୍ରଶରକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ତେବେ ପୂର୍ବରୁ ଏ ନେଇ କ୍ରଶର ମାଲିକଙ୍କୁ ନୋଟିସ କରାଯାଇଥିଲା। ସମୟସୀମା ମଧ୍ୟରେ କୌଣସି ଗୁରୁତ୍ୱପୂର୍ଣ୍ଣ କାଗଜ ପ୍ରଶାସନ ପାଖରେ ପୈଠ କରିପାରି ନ ଥିଲେ। ପୂର୍ବ ନୋଟିସ ଆଧାରରେ ଏହି ଉଚ୍ଛେଦ ଚାଲିଛି। ବର୍ତ୍ତମାନ ସୁଦ୍ଧା ଦୁଇଟି କ୍ରଶର ସମ୍ପୂର୍ଣ୍ଣ ଭଙ୍ଗାସରିଛି। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ଏହି ସମୟରେ ଅତିରିକ୍ତ ଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଏଡିଏମ୍‌ଓ ମିହିର ପ୍ରସାଦ ମହାନ୍ତି, ତହସିଲଦାର ସରୋଜ କୁମାର ପଣ୍ଡା ଓ ଯାଜପୁର ଏସ୍‌ଡିପିଓ ଚିନ୍ମୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri