ବିଜୁ ଜୟନ୍ତୀରେ ମିନି ମାରାଥନ

ଭୁବନେଶ୍ୱର,୫।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଗୁରୁବାର ଜୟନ୍ତୀ ଉପଲକ୍ଷେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି। ଏହି ଅବସରରେ ସକାଳେ ଭୁବନେଶ୍ୱରରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ବିଜୁଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ଏହି ମାରାଥନ ବିଜୁ ପଟ୍ଟନାୟକ ପାର୍କଠାରୁ ଆରମ୍ଭ ହୋଇ କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଥିଲା। କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ କ୍ରୀଡ଼ା ସଚିବ ବିଶାଲ ଦେବ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ଗଣଦୌଡ଼ ଷ୍ଟାଡିୟମରେ ପହଞ୍ଚିବା ପରେ ସେଠାରେ ଏକ ସଭାର ଆୟୋଜନ ହୋଇଥିଲା। ଏହି ମାରାଥନରେ ହଜାର ହଜାର ସଂଖ୍ୟାରେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ବିଶେଷକରି ଅନେକ ଦିବ୍ୟାଙ୍ଗଙ୍କୁ ଏଥିରେ ଅଂଶଗ୍ରହଣ କରିଥିବା ଦେଖିବାକୁ ମିଳିଥିଲା।

ପ୍ରକାଶ ଯେ, ବିଜୁଙ୍କ ଜନ୍ମଦିବସ ଉପଲକ୍ଷେ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ସହ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି। ଏଥିସହ ଗୁରୁବାରଠାରୁ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗ୍ୟତା କାର୍ଡ ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିସହ ଜୟନ୍ତୀ ମାର୍ଚ୍ଚ ୫ରୁ ୨୦ ତାରିଖ ଯାଏ ପାଳନ କରାଯିବାକୁ ବିଜେଡି ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri