ବିଜୁ ଜୟନ୍ତୀ ପାଳିତ

କେନ୍ଦୁଝର, ୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟଠାରେ ଗୁରୁବାର ଦିନ ଜିଲା ବିଜେଡି ପକ୍ଷରୁ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ଛକଠାରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ ନେତା ଓ କର୍ମୀମାନେ ମାଲ୍ୟାର୍ପଣ କରିଥିଲେ। ଏଥିସହ ବିଜୁ ବାବୁ ଅମର ରହେ ଧ୍ୱନିରେ ସ୍ଥାନୀୟ ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଏହି ଅବସରରେ ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର, ଜିଲା ପରିଷଦ ଅଧ୍ୟକ୍ଷା କମଳିନୀ ପାତ୍ର, ଯୁବ ମୋର୍ଚ୍ଚା ସଭାପତି ସୌମ୍ୟ ଶଙ୍କର ଚକ୍ର, ପୁର୍ବତନ ବିଧାୟକ କାହ୍ନୁ ଚରଣ ନାୟକ, ମୀନା ମାଝୀ, କାନନ ବିହାରୀ ପୋହି, ସମେତ ବହୁ ତୁଙ୍ଗନେତା ସାମିଲ ହୋଇଥିଲେ। ଏହାପରେ ସ୍ଥାନୀୟ ପ୍ରେମ ଲତିକା କଳା ଭବନରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜୁ ବାବୁଙ୍କ ସ୍ମୃତିଚାରଣ କରିବା ସହ ତାଙ୍କର ଜୀବନୀ ଓ ଆଦର୍ଶକୁ ବିଜେଡିକର୍ମୀ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁରଙ୍କ ପାଇଁ ଦରଦ

ରାଉରକେଲା ଅଫିସ,୧୧ା୪: ପେଶାରେ ସେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ। ହେଲେ ମନରେ ତାଙ୍କର ଜୀବେ ଦୟା ନୀତି ଭରି ରହିଛି। କରୋନା ପାଇଁ ଲକ୍‌...

ସୀମାରେ ଅଟକିଲେ ଘରମୁହଁ। ଶ୍ରମିକ

ପାଟଣା, ୩।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ ଟଭାସରୁଆ ନିକଟ ସୀମାନ୍ତରେ ଶୁକ୍ରବାର ସାରେ ପଶ୍ଚିମବଙ୍ଗର ୯ଜଣ ଶ୍ରମିକ...

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର

ଧାମନଗର, ୧୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ସୋମବାର ଅପରାହ୍ନରେ ଏକ ବିଦ୍ୟାଳୟ ପଛପଟରେ...

ବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ୨ ଦଳର ଖେଳାଳି

କଟକ ଅଫିସ୍‌,୧୨।୫: କଟକର ବାରବାଟୀ ଷ୍ଟାଡିୟମରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଉଭୟ ଦଳର ଖେଳାଳି...

ବୈତରଣୀରେ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ, ୨ା୭(ଡି.ଏନ୍‌.ଏ.)- ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି। ନଦୀ ଉପରମୁଣ୍ଡରେ ଆଖୁଆପଦାଠାରେ ୩୪.୦ ମି.ମି.,...

ଅବ୍ୟବସ୍ଥା ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୮।୩:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମହିଳା ଓ ପ୍ରସୂତି ବିଭାଗ ରୋଗୀଙ୍କୁ ଠିକ୍‌ ଭାବେ ଅଲଟ୍ରାସାଉଣ୍ଡ ସେବା ମିଳୁନାହିଁ। ଦାୟିତ୍ୱରେ ଥିବା ମହିଳା...

ଝିଅଙ୍କୁ ନେଇ ଘରକୁ ଆସୁଥିବା ବେଳେ ଚାଲିଗଲା ମା’ଙ୍କ ଜୀବନ

ଠାକୁରମୁଣ୍ଡା,୧।୧୦ (ଡି.ଏନ୍‌.ଏ.): ବାଇକ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ। ଆନନ୍ଦପୁର ରାସ୍ତାର ମହୁଲଡ଼ିହା ଅଫିସ ସାହି ନିକଟରେ ଶନିବାର ଏଭଳି ଏକ ଦୁର୍ଘଟଣା ଘଟିଛି। ମୃତକ...

କାର୍‌ ଚକା ଫାଟିଯିବାରୁ ବାଇକ୍‌ ସହ ମୁହାଁମୁହିଁ ଧକ୍କା: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର

ଦିଗପହଣ୍ଡି,୫ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଡେଙ୍ଗାଓସ୍ତା ବଜାର ନିକଟରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଦ୍ରୁତ ଗତିରେ ଆସୁଥିବା...

Advertisement
Archives

Model This Week