ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ ଅଭିଯୋଗ

କଣିହାଁ, ୧୯।୪(ଡି.ଏନ.ଏ.)- କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ ସାଇଟ୍‌  ବଜାର  ମେଡିକାଲ ଛକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ କିଛିଦିନ ହେଲା କେହି ଦୁର୍ବୃତ୍ତ ମଇଳା କପଡା ଗୁଡାଇ ଦେଉଥିବା ନେଇ ଗୁରୁବାର ରେଙ୍ଗାଳି ଥାନାରେ ଅଭିଯୋଗ ହୋଇଛି। ତୁରନ୍ତ ଏପରି କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଜୁ ସ୍ମୃତି କମିଟି ଓ ବିଜେଡି ପକ୍ଷରୁ  ଦାବି କରାଯାଇଛି। ବିଜୁ ସ୍ମୃତି କମିଟି ଓ ବିଜେଡି କାର୍ଯ୍ୟକର୍ତ୍ତା ସୀମାଞ୍ଚଳ ପଣ୍ଡା, ବିଜୟ ସାମଲ, ରୋହିତ ସାମଲ କହିଛନ୍ତି, ଯେକେହି ଏପରି  ଘୃଣ୍ୟ କାମ କରୁଛନ୍ତି ତାଙ୍କୁ  ତୁରନ୍ତ ଗିରଫ କରାଯାଉ। ଏ ସମ୍ପର୍କରେ ରେଙ୍ଗାଳି ଥାନା ଆଇଆଇସି ସରୋଜକାନ୍ତ ସାମଲଙ୍କ ସହ ଯୋଗାଯୋଗ ସମ୍ଭବ ନ ହେବାରୁ ମତାମତ ମିଳିପାରିନାହିଁି।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ

ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି...

୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ବିଗିଡ଼ିପାରେ ପୂଜା ମାହୋଲ!

ଭୁବନେଶ୍ୱର, ୧୭।୧୦: ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ...

ପାଟପୁର ପୋଲିସ ବିରୋଧରେ ଏସ୍‌ପିଙ୍କୁ ଫେରାଦ

ଛତ୍ରପୁର,୮ା୭(ସନ୍ତୋଷ ପାଢ଼ୀ): ପାଟପୁର ଥାନା ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଗଞ୍ଜାମ ଏସ୍‌ପିଙ୍କ ନିକଟରେ ଯୁବକମାନେ ଫେରାଦ ହୋଇଛନ୍ତି । ପାଟପୁର ଥାନା ପୋଲିସ କିଛି...

ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଆରମ୍ଭ ହେଲା ଜଳ ଯୋଗାଣ: ୪୨୯ଟି ଗାଁର ୧ ଲକ୍ଷ ୧୫ ହଜାର ୬୧୫ ହେକ୍ଟର ଚାଷଜମି ହେବ ଜଳ ସେଚିତ

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି । ହେଲେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷୀମାନେ ପାଣି ପାଇଁ ହନ୍ତସନ୍ତ ହେଉ...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର):  ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ।  ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ...

ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି

ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର...

ଡାକଘର ପଦବୀ ପାଇଁ ନକଲି ସାର୍ଟିଫିକେଟ

ବଲାଙ୍ଗୀର ଅଫିସ,୨୪ା୩: ବଲାଙ୍ଗୀର ଡାକମଣ୍ଡଳର ୮୩ ବ୍ରାଞ୍ଚ ପୋଷ୍ଟ ମାଷ୍ଟର, ଏବିପିଏମ ଓ ଡାକସେବକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପଦବୀ ପାଇଁ...

ରାତିଅଧିଆ ଚାଲିଛି ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ

କୋରେଇ,୨୧ା୨(ଡି.ଏନ.ଏ):ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ତଥା ପଞ୍ଚାୟତକୁ ସଂଯୋଗୀକରଣ ନିମନ୍ତେ ସମୁଦାୟ ୧୩ଟି ରାସ୍ତାର ମରାମତି ଓ ପ୍ରଶସ୍ତିକରଣ ଆରମ୍ଭ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri