ବିଜୁ ଯୁବ ବାହିନୀ ପକ୍ଷରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୭ା୮(ଡି.ଏନ.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତଗତ ଚିଲିକା ଉପକୂଳ ପର୍ଯ୍ୟଟନ ସ୍ଥଳରୁ ଶୁକ୍ରବାର ଆବର୍ଜନା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି ା ବିଜୁ ଯୁବ ବାହିନୀ ଏଥିରେ ବିଶେଷ ଭୂମିକା ଗ୍ରହଣ କରିଛି। କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ଏପିଓ ଅଭିନ୍ନ କୁମାର ପଲାଇଙ୍କ ନେତୃତ୍ୱରେ ଶ୍ରୀଶ୍ରୀ କମଳେଶ୍ୱର ଦେବଙ୍କ ପୀଠ ସଫେଇ କରାଯାଇଥିଲା ା ରମେଶ ଚନ୍ଦ୍ର ମହାପାତ୍ର, ସତ୍ୟବାନ ତରେଇ, ସଞ୍ଜୁଲତା ଜେନା ଆଦି ୩ ସରପଞ୍ଚ, କାର୍ଯ୍ୟନିର୍ବାହୀ ଅଧିକାରୀ ଭାସ୍କର ଚନ୍ଦ୍ର ସାହୁ ଓ ଅନ୍ୟମାନେ ସହଯୋଗ କରିଥିଲେ। ବଡଝାଡ ବିଜୁ ବାହିନୀ ସଭାପତି ବସନ୍ତ ସାହୁ, ସମ୍ପାଦକ ବିଚିତ୍ର କୁମାର ପଲେଇ, ଯୁବ ବାହିନୀ ବ୍ଲକ ସଂଯୋଜକ ମାନସ କୁମାର ନାୟକଙ୍କ ନେତୃତ୍ୱରେ ସାତପଡ଼ା ଜେଟି ପରିସର ସଫେଇ କରାଯାଇଥିଲା ା ଘିମୁଦା ଘାଟ ପେଣ୍ଠ ଅଞ୍ଚଳର ସ୍ବଚ୍ଛତା କାର୍ଯ୍ୟକ୍ରମରେ ସରପଞ୍ଚ ରମେଶ ଚନ୍ଦ୍ର ସିଂହସାମନ୍ତ, ବିଜୁ ବାହିନୀ ସଭାପତି ବିପିନ କୁମାର ନାୟକ, ସମ୍ପାଦକ ଅନିଲ କୁମାର ସିଂ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ।…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ ମଇଁଷି ମୃତ, ଗାଁରେ ଉତ୍ତେଜନା

ନୟାଗଡ଼,୯।୬( ଲୋକନାଥ ମିଶ୍ର):ନୟାଗଡ଼ ବ୍ଲକ ମଙ୍ଗରାଜପୁର ଗାଁ ଗହୀରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମଇଁଷିଙ୍କର ମୃତ୍ୟୁ ହୋଇଛି। ମଙ୍ଗରାଜପୁର ଗାଁର ରାମ ବେହେରା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri