ବିଜୁ ଯୁବ ବାହିନୀ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟାଜିତ

ହାଟଡିହି,୩୦।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଆମ୍ବୋ ମହାଦେବ ପଡ଼ିଆରେ ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବୁଧବାର ଆୟୋଜିତ ହୋଇଥିଲା। ଉକ୍ତ ଟର୍ଣ୍ଣାମେଣ୍ଟରେ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବ ଓ ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ଟଚ୍‌ ଜିତି ବ୍ୟାଟିଂ କରିଥିଲେ। ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ୧୦ ଓଭର୍‌ରେ, ୯ୱିକେଟ ହରାଇ ୭୬ ରନ ସଂଗ୍ରହ କରିଥିଲା ବେଳେ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବ ୧୦ ଓଭର୍‌ରେ ୧୦ୱିକେଟ ହରାଇ ୬୯ ରନ କରି ପରାସ୍ତ ହୋଇଛି। ଏହି ମ୍ୟାଚ୍‌ରେ ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବକୁ ୮ ରନ୍‌ରେ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ...

୩୨ଲକ୍ଷର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ି ଚାଲିଛି। ବାଲେଶ୍ୱର ଜିଲାର ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଅଣାଯାଇ ଏଠାରେ ବିକ୍ରି କରାଯାଉଛି। ଏହି କାରବାରରେ ଯୁବପିଢିଙ୍କୁ...

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ...

ପୋଲିସର କାର୍ଯ୍ୟକୁ ନେଇ ସନ୍ଦେହରେ ସାହିବାସୀ:ଯୁବକଙ୍କ ସହ ୨ ଏସ୍‌ଆଇ ରାତି ସାରା ଅଟକ

ପରଜଙ୍ଗ,୧୩ା୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଖାଲପାଳ ଡାଇ ସାହିରେ ଚୋରି ବଢୁଥିବାବେଳେ ପୋଲିସର କାର୍ଯ୍ୟକଳାପକୁ ନେଇ ସନ୍ଦେହରେ ପଡିଛନ୍ତି ଲୋକେ। ରବିବାର...

ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ନେଇ ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କରୋନା ଭାଇରସ୍‌ ଯୋଗୁ ବି-ଟେକ୍‌ ସ୍ପେଶାଲ...

ଇକୋ ରିଟ୍ରିଟ୍‌ରେ ନିଆଁ

ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍‌ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି।...

ଲିଭିଲା ବିଜୁଳି, ଜଳିଲା ଦୀପ

ବାଲେଶ୍ୱର ଅଫିସ, ୫ା୪- କରୋନା ମହାମାରୀର ମୁକାବିଲା କରି ବିଜୟୀ ହେବା ଉଦ୍ଦେଶ୍ୟରେ ରବିବାର ରାତି ୯ଟାରୁ ୯ ମିନିଟ୍‌ ଯାଏ ଦେଶବାସୀଙ୍କୁ ବିଜୁଳି ବନ୍ଦ...

ଏରସମାରେ ବ୍ୟାପିଲା ଝାଡ଼ାବାନ୍ତି: ତିନି ଦିନରେ ୧୧୮ ଆକ୍ରାନ୍ତ

ଏରସମା,୨୭ା୬(ସ୍ବ.ପ୍ର.): ଏରସମା ବ୍ଲକ ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ତିନ ଦିନ ଭିତରେ ବ୍ଲକର ବିଭିନ୍ନ ସ୍ଥାନରୁ ୧୧୮ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଏରସମା ଗୋଷ୍ଠୀ...

Play 250+ Trending Games
Archives

Model This Week

Why Dharitri