ଦିଗପହଣ୍ଡି,୬।୧(ଡି.ଏନ୍.ଏ.)-ଦିଗପହଣ୍ଡି ସହରର ବିଜୁ ଯୁବ ବାହିନୀ ସଦସ୍ୟ କାହ୍ନୁ ନାହାକଙ୍କୁ ସୋମବାର କେତେକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସନ୍ଧ୍ୟାରେ କାହ୍ନୁ ଦିଗପହଣ୍ଡି ବସଷ୍ଟାଣ୍ଡରେ ଠିଆ ହୋଇ ଥିବା ବେଳେ ଦଳିତ ସାହିର କିଛି ଯୁବକ ସେଠାରେ ପହଞ୍ଚତ୍ ଲୁହାଛଡ଼ରେ ତାଙ୍କୁ ଅତର୍କିତ ଆକ୍ରମଣ କରି ସେଠାରୁ ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ଏ ନେଇ ତାଙ୍କ ବଡ଼ଭାଇଙ୍କ ସହ ବହୁ ସଂଖ୍ୟକ ଯୁବକ ଥାନାରେ ଏତଲା ଦେଇଛନ୍ତି। ଆକ୍ରମଣର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ଗତ ରବିବାର କାହ୍ନୁଙ୍କ ବଡ ଭାଇଙ୍କୁ ଆକ୍ରମଣକାରୀ ଧମକ ଦେଇଥିବାରୁ କାନ୍ନୁ ଘଟଣାସ୍ଥଳରେ ପହଞ୍ଚତ୍ ଜଣେ ଯୁବକଙ୍କୁ ମାଡ଼ ମାରିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…
ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ
ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

