ବିଜେଡିରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ

ଭୁବନେଶ୍ୱର,୮।୯: ଭାଜପା ନେତାଙ୍କୁ ମାଡ଼ ମାରିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଏନେଇ ବିଜେଡି ବୁଧବାର ଏକ ପ୍ରେସ ବିବୃତି ଜାରି କରିଛି।

ବିଧାୟକ ପ୍ରଶାନ୍ତ ବାଲୁଗାଁନଗର ଭାଜପା ସଭାପତି ନିରଞ୍ଜନ ସେଠୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏନେଇ ବାଲୁଗାଁ ଥାନା ସମ୍ମୁଖରେ ଭାଜପା କର୍ମୀ ଧାରଣା ଦେବା ସହ ବିଧାୟକ ପ୍ରଶାନ୍ତଙ୍କୁ ତୁରନ୍ତ ଗିରଫ ଦାବି କରିଥିଲେ। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟାୟକ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା...

ଶ୍ରମିକ ନିଯୁକ୍ତିରେ ସନ୍ତୁଷ୍ଟି

ଯାଜପୁର ଅଫିସ,୨୦।୧୦:ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଆଶାୟୀଙ୍କୁ ଠିକା ଶ୍ରମିକ ନିଯୁକ୍ତି ଦେଇ ସନ୍ତୁଷ୍ଟ କରାଯାଉଛି। ଏହି ପ୍ରକ୍ରିୟାରେ ୩୬୪ ଅଣଓଡ଼ିଆ ଏବଂ ୧୮୪ ଓଡ଼ିଆ...

ରକ୍ତରଞ୍ଜିତ ହେଲା ସୁନାମୁଖୀ ପୀଠ

ଭବାନୀପାଟଣା,୨୧।୧: କଳାହାଣ୍ଡି ଜିଲା ମା’ ମାଣୀକେଶ୍ୱରୀଙ୍କ ଛତରଯାତ୍ରା ପରେ ଅଲାତରାର ସୁନାମୁଖୀ ଯାତ୍ରାରେ ବଳି ପଡିବା ପ୍ରଥା ବହୁ ପ୍ରାଚୀନ। ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ...

ଟ୍ରକ୍‌ ଡ୍ରାଇଭରଙ୍କ ପାଇଁ ୨୨୩ ଢାବା ଖୋଲିବାକୁ ଅନୁମତି

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ସକାଶେ ଲକ୍‌ଡାଉନ ଜାରି ଥିବା ସତ୍ତ୍ୱେ ଜରୁରିକାଳୀନ ସେବାରେ ଏବଂ ମାଲ ପରିବହନରେ ନିୟୋଜିତ ଟ୍ରକ୍‌ଗୁଡିକ ଚଳାଚଳ କରୁଛନ୍ତି।...

ଗୁରୁବାରଠାରୁ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା କଳା, ସଂସ୍କୃତି

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଗୁରୁବାରଠାରୁ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ ପ୍ରଦର୍ଶିତ ହେବ। ଏହାସହ ଓଡ଼ିଶୀ, ଛଉନୃତ୍ୟ, ପ୍ରତ୍ନତତ୍ତ୍ୱ...

ଜାଲରେ ପଡ଼ିଲା ବିରଳ ପ୍ରଜାତିର ମାଛ

ଭୋଗରାଇ, ୨୬ା୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ମତ୍ସ୍ୟ ଅବତରଣ କେନ୍ଦ୍ରକୁ ଶୁକ୍ରବାର ଏକ ବିରଳ ପ୍ରଜାତିର ସାମୁଦ୍ରିକ ମାଛ ବିକ୍ରି ପାଇଁ ଆସିଥିଲା। ଗଭୀର...

ବାବୁଲି ଗୁଳିକାଣ୍ଡ ଘଟଣା: ୪ ଗିରଫ, ଟିଟୋ ଏବଂ ବାବୁ ସାହୁ ଗ୍ୟାଙ୍ଗର ରହିଛି ହାତ

କେନ୍ଦ୍ରାପଡା ଅଫିସ, ୧୭ା୭- ଧର୍ମରକ୍ଷା ସେନାର କେନ୍ଦ୍ରାପଡା ଜିଲା ଆବହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କ ଉପରେ ଗତ ୧୩ ତାରିଖରେ ହୋଇଥିବା ଗୁଳିମାଡ଼ ଘଟଣାରେ...

ଅଜନା ରୋଗ୍‌ରେ ପୀଡ଼ିତ ଗୟାଧର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ମା’ବାପ୍‌

  ପର୍ଲା,୧୪।୧(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)। ସେ ଅନେକ୍‌ ଦିନ୍‌ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ...

Advertisement
Archives

Model This Week