ବିଜେଡିର ସଭ୍ୟ ସଂଗ୍ରହ ପାଇଁ କର୍ମୀ ସମ୍ମିଳନୀ

ପାଟଣା,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶିଠାରେ ବିଜେଡିର ପାଟଣା ନିର୍ବାଚନମଣ୍ଡଳୀର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବୈଠକରେ ବିଧାୟକ ନାଏକ ଆସନ୍ତା ଅକ୍ଟୋବର ୩୧ ସୁଦ୍ଧା ବିଜେଡିର ନୂତନ ସଭ୍ୟ ସଂଗ୍ରହ କାର୍ଯ୍ୟ ଶେଷ କରିବାକୁ ପରାମର୍ଶ ଦେଇଥିଲେ। ବିଜେଡିର ଲୋକାଭିମୁଖୀ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କୁ ଅବଗତ କରାଇ ଦଳ ପ୍ରତି ଆକୃଷ୍ଟ କରିବାକୁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ଏହି ବୈଠକରେ ପାଟଣା ବ୍ଲକ ବିଜେଡି ଉପସଭାପତି ନବ କିଶୋର ପୃଷ୍ଟି, ପାଟଣା ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଜେଡି ମହିଳା ମୋର୍ଚ୍ଚା ସଭାପତି ଭାମାମଣି ଦାସ, ବିଜେଡିର ବରିଷ୍ଠ ନେତା ରାହାସ ବିହାରୀ ପୃଷ୍ଟି, ମିତ୍ରଭାନୁ ମହାନ୍ତ, ପ୍ରଶାନ୍ତ କୁମାର ଭଞ୍ଜଙ୍କ ସମେତ ବହୁ ସକ୍ରିୟ କର୍ମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋକାଗଲା ନାବାଳିକା ବିବାହ

ଗଣିଆ,୫ା୩ (ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡାପାଟଣା ପଞ୍ଚାୟତରେ ମଙ୍ଗଳବାର ଏକ ନାବାଳିକା ବିବାହ ରୋକାଯାଇଛି। ୧୬ ବର୍ଷ ବୟସର ନାବାଳିକାଙ୍କ ମା’ କଟକ...

କାୟକଳ୍ପ ଆୱାର୍ଡ ପାଇଁ ଆକଳନ: ବହୁ ପଛରେ ଗଞ୍ଜାମର ୨୦ ସ୍ବାସ୍ଥ୍ୟକେନ୍ଦ୍ର

ଛତ୍ରପୁର,୨୯ା୭(ଡି.ଏନ.ଏ.)-କାୟକଳ୍ପ ଆୱାର୍ଡ ପାଇବା ପାଇଁ ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରର ଇଣ୍ଟରନାଲ ଆସେସମେଣ୍ଟ ସରିଛି । ଏଥିରୁ ମିଳିଥିବା ସୂଚନା ଅନୁସାରେ ବ୍ରହ୍ମପୁରସ୍ଥିତ ସିଟି...

ଗଞ୍ଜାମରେ ଆଉ ୫ କୋଭିଡ୍‌ ହସ୍ପିଟାଲ: ଜିଲାପାଳ

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମରେ ଆଉ ୫ଟି କୋଭିଡ୍‌ ହସ୍ପିଟାଲ ଖୋଲାଯିବ। ଏନେଇ ପ୍ରସ୍ତୁତି ସରିଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।...

ରାସ୍ତାପାର୍ଶ୍ୱ ଗାର୍ଡରେ ପିଟିହେଲେ ବାଇକ୍‌ ଚାଳକ, ଚାଲିଗଲା ଜୀବନ

ବାଲିଗୁଡ଼ା,୨୫ା୬(ଡି.ଏନ୍‌.ଏ.): ଜାତୀୟ ରାଜପଥ ବାଲିଗୁଡ଼ା ଥାନାଠାରୁ ମାତ୍ର ୪ କି.ମି. ଦୂର ଏକ ବୁଲାଣିରେ ଶନିବାର ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗାର୍ଡରେ ପିଟି...

ବରଙ୍କୁ ବେଦିରୁ ଉଠାଇନେଲା ପୋଲିସ

ଖୋର୍ଦ୍ଧା ଅଫିସ, ୧୨ା୩: ପ୍ରଥମ ସ୍ତ୍ରୀ ଥାଇ ୨ୟ ବିବାହ କରୁଥିବା ଅଭିଯୋଗରେ ସ୍ବାମୀକୁ ବାହାବେଦିରୁ ଉଠାଇ ନେଇଛି ପୋଲିସ। ଏ ନେଇ ସ୍ବାମୀ ହଟହଟା...

ବସ୍‌ଷ୍ଟାଣ୍ଡ୍‌ରେ ଯୁବକଙ୍କୁ ହତ୍ୟା

ଚମ୍ପୁଆ,୭।୩: କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ କୋଦଗାଡ଼ିଆ ଗ୍ରାମରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଲିପୁନ ମହାନ୍ତ। ପୋଲିସ...

ବେଆଇନ ଆଧାର ସଂଶୋଧନ ଅଭିଯୋଗରେ ଯୁବକ ଗିରଫ

ବାସୁଦେବପୁର,୧୭।୧୦(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ବଜାର ଅଞ୍ଚଳରେ ଏକ ଦୋକାନରେ ବେଆଇନ ଭାବେ ଆଧାର ସଂଶୋଧନ, ଅଧିକ ଅର୍ଥ ଦାବି କରିବା...

ଲକ୍‌ଡାଉନ୍‌ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍‌ ସେବା

ଚୌଦ୍ୱାର,୧୧ା୪(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ...

Advertisement
Archives

Model This Week