ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଫାଇଭ୍‌ ଟି, ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ

ଜଗତ୍‌ସିଂହପୁର ଅଫିସ,୮।୯: ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ରବିବାର ବୈଠକ ସ୍ଥାନୀୟ ଏକ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଦଳର ଜିଲା ସଭାପତି ଅମରେନ୍ଦ୍ର ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଫାଇଭ୍‌ ଟି ଓ ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଜିଲା ପର୍ଯ୍ୟବେକ୍ଷକ ଦେବାଶିଷ ସାମନ୍ତରାୟ, ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବିଜେଡି ନେତା ସୁବାସ ସିଂହ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri