ବିଜେଡି ଜିଲା ସଭାପତି ତାଲିକା ଘୋଷଣା: ୧୪ ପୁରୁଣା, ୧୯ ନୂଆମୁହଁଙ୍କୁ ଦାୟିତ୍ୱ; ସବିଶେଷ ଜାଣନ୍ତୁ..

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଶୁକ୍ରବାର ବିଜେଡି ଜିଲା ସଭାପତି ତାଲିକା ଘୋଷଣା କରାଯାଇଛି। ମୋଟ ୩୩ଜଣ ସଭାପତିଙ୍କ ମଧ୍ୟରେ ୧୪ଜଣ ପୁରୁଣା ନେତା ଥିବା ବେଳେ ୧୯ଜଣ ନୂଆମୁହଁଙ୍କୁ ଦାୟିତ୍ୱ ମିଳିଛି।

ଜାଣନ୍ତୁ କାହାକୁ ମିଳିଲା କେଉଁ ଜିଲାର ଦାୟିତ୍ୱ:
ଭୁବନେଶ୍ୱର-ଅନନ୍ତ ନାରାୟଣ ଜେନା
ଖୋର୍ଦ୍ଧା ବିଭୂତି ଭୂଷଣ ବଳବନ୍ତରାୟ
ଅନୁଗୋଳ-ମହେନ୍ଦ୍ର ବସ୍ତିଆ
ବାଲେଶ୍ୱର-ରବିନ୍ଦ୍ର କୁମାର ଜେନା
ବରଗଡ଼- ବିଜୟ ରଞ୍ଜନ ସିଂ ବରିହା
ଭଦ୍ରକ-ଜଗନ୍ନାଥ ସ୍ବାଇଁ
ବଲାଙ୍ଗୀର-ଟୁକୁନି ସାହୁ
ବୌଦ୍ଧ-ମହିଧର ରଣା
କଟକ-ଦେବାଶିଷ ସାମନ୍ତରାୟ
ଦେବଗଡ଼-ରୋମାଞ୍ଚ ରଞ୍ଜନ ବିଶ୍ୱାଳ
ଢେଙ୍କାନାଳ-ପ୍ରଫୁଲ୍ଲ ମଲ୍ଲିକ
ଗଜପତି- ପ୍ରଦୀପ ନାୟକ
ଗଞ୍ଜାମ- ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ
ଜଗତସିଂହପୁର-ପ୍ରଶାନ୍ତ ମୁଦୁଲି
ଯାଜପୁର-ସରୋଜ ମହାପାତ୍ର
ଝାରସୁଗୁଡ଼ା-କିଶୋର ମହାନ୍ତି
କଳାହାଣ୍ଡି-ପୁଷ୍ପେନ୍ଦ୍ର ସିଂଦେଓ
କନ୍ଧମାଳ-ସରୋଜ କୁମାର କର୍ଣ୍ଣ
କେନ୍ଦ୍ରାପଡ଼ା-ଉତ୍କଳ କେଶରୀ ପରିଡ଼ା
କେନ୍ଦୁଝର- ମାଧବ ସର୍ଦ୍ଦାର
କୋରାପୁଟ-ଈଶ୍ୱର ପାଣିଗ୍ରାହୀ
ମାଲକାନଗିରି-ପୂର୍ଣ୍ଣଚନ୍ଦ୍ର ବାକା
ପୁରୀ-ମହେଶ୍ୱର ମହାନ୍ତି
ମୟୂରଭଞ୍ଜ-କାଶିନାଥ ହେମ୍ରମ
ମୟୂରଭଞ୍ଜ ସଦର- ସୁଦାମ ମାରାଣ୍ଡି
ନବରଙ୍ଗପୁର-ରମେଶ ମାଝୀ
ନୟାଗଡ଼-ରମେଶ ବେହେରା
ନୂଆପଡ଼ା-ମନୋଜ ମିଶ୍ର
ରାୟଗଡ଼ା-ସୁଧୀର ଦାସ
ରାଉରକେଲା-ସାରଦା ନାୟକ
ସମ୍ବଲପୁର-ସିଦ୍ଧାର୍ଥ ଦାସ
ସୁବର୍ଣ୍ଣପୁର-ସରୋଜ କମ୍ପ
ସୁନ୍ଦରଗଡ଼-ବିନୟ ଟପ୍ପୋ


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଶ୍ରାବଣ ପ୍ରଥମ ସୋମବାର: ଶୈବ ପୀଠ ଚଳଚଞ୍ଚଳ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ଏ ନେଇ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବ ପୀଠ। ପାଣି ଲାଗି କରିବାକୁ...

ଲଗାଣ ବର୍ଷା, ଦୁଇ ନଦୀର ଜଳସ୍ତର ବଢୁଛି

ମାଲକାନଗିରି,୧୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମୋଟୁ ସୀମାନ୍ତରେ ଥିବା...

୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ...

ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, ପୂର୍ବ ପରି ରହିବ କୋଭିଡ୍‌ କଟକଣା

ସମ୍ବଲପୁର,୯।୩(ବ୍ୟୁରୋ): ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଛି ମା’ ସମଲେଶ୍ବରୀଙ୍କ ମନ୍ଦିର । କୋଭିଡ୍‌ ଯୋଗୁଁ ବହୁ ଦିନ ଧରି ଭକ୍ତଙ୍କ ପାଇଁ ମନ୍ଦିର ବନ୍ଦ ରହିଥିଲା।...

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ...

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯...

୨୬ରୁ ୫ ଦିନ ସ୍କୁଲ୍‌ ଛୁଟି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲ୍‌ ମଙ୍ଗଳବାରଠାରୁ ୫ ଦିନ ଛୁଟି। ଏ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ...

ଦୁର୍ଗାପ୍ରସାଦବାସୀଙ୍କ ଭୋଟ ବର୍ଜନ ଚେତାବନୀ

ଢେଙ୍କାନାଳ ଅଫିସ,୨୯।୧ ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ପଞ୍ଚାୟତର ଦୁର୍ଗାପ୍ରସାଦ ଗ୍ରାମକୁ ନୂତନ ରାଜସ୍ବ ମୌଜା ଘୋଷଣା କରାଯାଉନାହିଁ। ଫଳରେ ଚଳିତ ନିର୍ବାଚନରେ ଭୋଟ ବର୍ଜନ...

Advertisement
Archives

Model This Week