ବିଜେଡି ସଂସଦୀୟ ଦଳର ବୈଠକ ଶେଷ; ଏନ୍‌ପିଆର, ମହାନଦୀ, ପୋଲାଭରମ ପ୍ରସଙ୍ଗ ଉଠାଇବ ଦଳ: ପିନାକୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ବିଜେଡିର ସଂସଦୀୟ ଦଳର ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ମାସ ୨୯ରେ ପାର୍ଲାମେଣ୍ଟର ବଜେଟ ଅଧିବେଶନବେଳେ ଉଭୟ ସଦନରେ ଦଳର ରଣନୀତି ନେଇ ଆଲୋଚନା ହୋଇଛି। ବୈଠକ ପରେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର କହିଛନ୍ତି, ଏଥର ଅଧିବେଶନରେ କୋଇଲା ରୟାଲ୍‌ଟି ବୃଦ୍ଧି, ମହାନଦୀ ସମସ୍ୟାର ସମାଧାନ, ପୋଲଭରମ ଭଳି ବିଭିନ୍ନ ପ୍ରସଙ୍ଗରେ ରାଜ୍ୟର ପୂର୍ବରୁ ଯେଉଁ ଦାବି ରହିଥିଲା ତାହା ପୁଣି ଉତ୍ଥାପନ କରାଯିବ। ବିଶେଷ କରି ଜିଏସଟି ଲାଗୁ ହେବା ଦ୍ୱାରା ରାଜ୍ୟର ଯେଉଁ ରାଜସ୍ବ କ୍ଷତି ଘଟିଛି ତାହା କିପରି ଭରଣା କରାଯିବ ଏବଂ ଏନ୍‌ପିଆର ନେଇ ମଧ୍ୟ ଆଲୋଚନା କରାଯିବ ବୋଲି ପିନାକୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର...

ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ଗତ କିଛିଦିନର ବ୍ରବଧାନ ପରେ ପୁଣି ଶୀତ ଫେରିଛି ା ରବିବାର ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ ହୋଇ ୯ ଡିଗ୍ରୀରେ ପହଞ୍ଚିଛି...

ଇସ୍ପାତ କ୍ଷେତ୍ରରୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ୫୦୦କୋଟି

ଭୁବନେଶ୍ୱର, ୨।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ତୈଳ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ କର୍ମଚାରୀମାନେ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏକକାଳୀନ ସର୍ବାଧିକ ଟଙ୍କା ଦାନ...

ଯନ୍ତ୍ରୀଙ୍କ କୋଟି କେଟି ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା। ଏହି ଚଢାଉ ବେଳେ...

ସୁବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ଆନନ୍ଦ ବଜାର

ପୁରୀ ଅଫିସ,୩ା୪: ଶ୍ରୀମନ୍ଦିର ଆନନ୍ଦ ବଜାରରେ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏବେ ତତ୍ପରତା ପ୍ରକାଶ ପାଇଛି। ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ନବନିର୍ବାଚିତ କର୍ମକର୍ତ୍ତାମାନେ ଦାୟିତ୍ୱ...

କାଳବୈଶାଖୀରେ ଉଡ଼ିଗଲା ହଷ୍ଟେଲ ଛପର

ପାଟଣା/ଢେଙ୍କିକୋଟ, ୨୨।୪(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ପାଟଣା ଓ ଢେଙ୍କିକୋଟ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ବର୍ଷା ସାଙ୍ଗକୁ ପବନରେ ପାଟଣା ବ୍ଲକରେ...

ପ୍ରିଜାଇଡିଂ ଅଫିସରଙ୍କୁ ମାଡ଼, ଛଡେଇ ନେଲେ ଭୋଟବାକ୍ସ

ଭଦ୍ରକ ଅଫିସ,୨୦।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ରବିବାର ଥିଲା ତୃତୀୟ ପର୍ଯ୍ୟାୟ ମତଦାନ। କୋହ୍ଲ ପଞ୍ଚାୟତର ୪ ନନମ୍ବର ବୁଥ୍‌ରେ ଉତ୍ତେଜନା ଦେଖାଦେଇଛି। ବାଲଟ...

ରାଜଧାନୀରେ ପୁଣି କରୋନା ଆତଙ୍କ: ମିଠା ଦୋକାନ କର୍ମଚାରୀ ପଜିଟିଭ୍‌, ସିଲ୍‌ ହେଲା ନାକା ଗେଟ୍‌ ବେଙ୍ଗଲି ଗାଙ୍ଗୁରାମ୍‌ ସୁଇଟ୍ସ

ଭୁବନେଶ୍ୱର, ୭।୬(ବ୍ୟୁରୋ): ରାଜଧାନୀରେ ପୁଣି ଦେଖାଦେଲାଣି କରୋନା ଆତଙ୍କ। ଲଗାତର କିଛିଦିନ ହେବ ସହରରୁ କୋଭିଡ୍‌-୧୯ ପଜିଟିଭ୍‌ ବାହାରିବା ପରେ ଚିନ୍ତା ବଢ଼ିଛି। ବିଶେଷକରି ସାଲିଆସାହି...

Advertisement
Archives

Model This Week