ବିଜେଡି ସଭାପତି ପଦ: ନାମାଙ୍କନପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ବିଜେଡି ସଭାପତି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରବିବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜଧାନୀସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ କରିଛନ୍ତି। ସେହିଭଳି ଦଳୀୟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ ପାଇଁ ମଧ୍ୟ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଛି। ଆସନ୍ତା ୨୬ ତାରିଖରେ କର୍ମକର୍ତ୍ତାଙ୍କ ବିଧିବଦ୍ଧ ନାମ ଘୋଷଣା କରାଯିବ ବୋଲି ସୂଚନା ମିଳିଛି।

ଶୁକ୍ରବାର ବିଜେଡି ପକ୍ଷରୁ ୩୩ ସାଙ୍ଗଠନିକ ଜିଲା ପାଇଁ ସଭାପତିଙ୍କ ନାମ ଘୋଷଣା କରାଯାଇଥିଲା। ଏହାପରେ ଦଳର ୩ ଛାମୁଆ ସଂଗଠନ(ଯୁବ,ଛାତ୍ର, ମହିଳା)ର ପୁନର୍ଗଠନ ନେଇ ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ବର୍ଷାଙ୍କ ଆବେଦନର ଶୁଣାଣି

କଟକ ଅଫିସ,୧୪।୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆରେ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର

ଆର.ଉଦୟଗିରି,୧୦।୧(ଡି.ଏନ.ଏ.): ମୋହନା ଥାନା ଅଞ୍ଚଳର ଜଣେ ୧୩ ବର୍ଷୀୟ ନାବାଳିକା ଗର୍ଭବତୀ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ନାବାଳିକା ଜଣକ ଘରେ ଏକୁଟିଆ ରହୁଥିବାର...

ଜିଲାରେ ୨୭୦ ଏମ୍‌ଏମ୍‌ ବର୍ଷା ରେକର୍ଡ

ଜଗତ୍‌ସିଂହପୁର ଅଫିସ, ୫ା୧୨: ବାତ୍ୟା ‘ଜୱାଦ’କୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହା ଦୁର୍ବଳ ହେବା ଖବର ମିଳିବା ପରେ ଲୋକଙ୍କୁ...

ଭୁବନେଶ୍ୱର ଏମ୍ସରେ ହିନ୍ଦୀ ଭାଷାର ଗୁରୁତ୍ୱକୁ ସବୁ ମହଲରେ ବିରୋଧ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ହିନ୍ଦୀ ଭାଷାରେ ଦସ୍ତଖତ କରିବା ସହ ରେକର୍ଡ ପ୍ରସ୍ତୁତ କରିବେ। ଏହି ମର୍ମରେ...

ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ...

ଆଜିଠାରୁ ବାହାର ରାଜ୍ୟକୁ ଗଡ଼ିବନି ବସ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରବିବାରଠାରୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟରୁ କୌଣସି ବସ୍‌ ଅନ୍ୟ ରାଜ୍ୟକୁ ଗଡ଼ିବ ନାହିଁ। ଏନେଇ ଘରୋଇ ମାଲିକ ସଂଘ ସମ୍ପାଦକ...

ଘୋଷଯାତ୍ରା: ଦେଢ଼ଘଣ୍ଟା ବିଳମ୍ବରେ ହେଲା ରଥ ଟଣା; ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ରଣପୁର,୫|୭(ସ୍ବ.ପ୍ର.)-ଓଡ଼ିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ନୟାଗଡ଼ ଜିଲା ରଣପୁରରେ ଗୁରୁବାର ଶ୍ରୀଜୀଉଙ୍କ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ୩ ରଥ ପ୍ରତିଷ୍ଠା କରାଯିବା ପରେ...

ସଚ୍ଚୋଟପଣିଆ ଦେଖାଇଲେ ୩ ଟିଟିଇ: ସୁନା, ଟଙ୍କା ସହ ପର୍ସ ଫେରାଇ ପ୍ରଶଂସା ପାଇଲେ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଟ୍ରେନ୍‌ରେ ପାଇଥିବା ଏକ ପର୍ସ୍‌କୁ ଫେରାଇ ସଚ୍ଚୋଟପଣିଆ ଦେଖାଇଛନ୍ତି ୩ଜଣ ଟିଟିଇ। ଉକ୍ତ ପର୍ସଟି ଜଣେ ମହିଳା ଯାତ୍ରୀଙ୍କର ହୋଇଥିବାବେଳେ ସେଥିରେ ୨୨ ହଜାର...

Advertisement
Archives

Model This Week