Posted inଜାତୀୟ

ବିଜେପି କାର୍ଯ୍ୟାଳୟ ତାଲା ଭାଙ୍ଗି ନିଜ ଦଳର ନାଁ ଲେଖିଲେ ମମତା

କୋଲକାତା,୩।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀ ରାମ’ ରାଜନୀତି ତେଜିବାରେ ଲାଗିଛି। ଦୁଇ ଦଳ ମଧ୍ୟରେ ପରସ୍ପର କାର୍ଯ୍ୟାଳୟ ଉପରେ ଦଖଲକୁ ନେଇ ଏବେ ବୟାନବାଜି ଆରମ୍ଭ ହୋଇଛି। ଉତ୍ତର ୨୪ ପ୍ରାଙ୍ଗନା ଜିଲାରେ ଥିବା ଭାଜପା କାର୍ଯ୍ୟାଳୟକୁ ଭାଙ୍ଗିବା ପାଇଁ ଖୋଦ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀ ପହଞ୍ଚିଥିଲେ। ଏହି କାର୍ଯ୍ୟାଳୟ ତାଙ୍କର ହୋଇଥିବା ବେଳେ ଭାଜପା ଏହାକୁ ଦଖଲ କରିନେଇଛି ବୋଲି ଟିଏମ୍‌ସି ଦାବି କରିଛି। ମେ ୨୯ରେ ଉତ୍ତର ୨୪ ପ୍ରାଙ୍ଗନା ଜିଲାର ନୌହାଟିରେ ମମତା ଧାରଣାରେ ବସିବା ସହ ରାଲିକୁ ସମ୍ବୋଧିତ କରିଥିଲେ। ଏହାପରେ ଭାଜପା କାର୍ଯ୍ୟାଳୟରେ ପହଞ୍ଚି ତାଲା ଭାଙ୍ଗିବା ସହ କମଳା ରଙ୍ଗ ଲଗାଇଥିଲେ, ଏବଂ ପଦ୍ମ ଫୁଲର ଚିହ୍ନକୁ ଲିଭାଇ ଦେଇଥିଲେ। ଏହା ପରିବର୍ତ୍ତେ ନିଜ ଦଳର ଚିହ୍ନକୁ ଆଙ୍କିବା ସହ ସେଠାରେ ଟିଏମ୍‌ସିର ନାଁ ଲେଖି ଦେଇଥିଲେ। ଅପରପକ୍ଷରେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଭାଜପା ନେତା କୈଳାଶ ବିଜୟବର୍ଗୀୟ। ସେ କହିଛନ୍ତି, ମମତାଙ୍କ ମାନସିକ ସ୍ଥିତି ଠିକ୍‌ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ଏଭଳି କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ବୋଲି ବୈଳାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ

ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

ଆଉ ୩ ଦିନ ପରେ ରାଜଯୋଗ: ୪ ରାଶିଙ୍କର ଫାଇଦା ହିିଁ ଫାଇଦା; ବଢିବ ଆୟ, ଚାକିରିରେ ପ୍ରମୋଶନ!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ଓ ଯୁତିର ବିଶେଷ ମହତ୍ତ୍ୱ ରହିଛି। ଆଗାମୀ ଦିନରେ ଗୁରୁ ଓ ମଙ୍ଗଳଙ୍କ ଯୁତି ଯୋଗୁ କର୍କଟ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri