ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ

ବିଜେପୁର, ୨୫।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ଓ ରାତିରେ କୁଆପଥର ବୃଷ୍ଟି ହୋଇଥିଲା। ବର୍ତ୍ତମାନ ରବି ଧାନ ଅମଳ ସମୟ ହୋଇଗଲାଣି। ତେଣୁ ଉକ୍ତ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଫଳରେ ଶନିବାର ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ତହସିଲଦାର କୁଳମଣି ରଣବିଡ଼ାଙ୍କ ନିର୍ଦ୍ଦେଶରେ ଚାରି ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକଗଣ ବିଭିନ୍ନ ଅଞ୍ଚଳକୁ ଯାଇ କ୍ଷୟକ୍ଷତି ଆକଳନ କରୁଛନ୍ତି। ତହସିଲଦାର କୁଳମଣି ରଣବିଡା ନିଜେ ମଧ୍ୟ ବିଭିନ୍ନ ଅଞ୍ଚଳକୁ ଯାଇ ଚାଷୀଙ୍କ ସହ ଏ ବିଷୟରେ ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ପ୍ରକଳ୍ପ ପାଇଁ ୪୬୧ କୋଟି ମଞ୍ଜୁର

ପୁରୀ ଅଫିସ,୧୩।୧୧: ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର ଭାବେ ଗଢ଼ାଯିବ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା...

ଆଜିଠୁ ମିଳିବ ନୀଳାଚଳ ଅବଢ଼ା

ପୁରୀ ଅଫିସ,୨୪।୭: ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କ ସହ ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବିଜେ କରିଛନ୍ତି। ଶନିବାରଠାରୁ ପୁଣି ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା...

ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ...

ଯବାନ ପରିଚୟ ଦେଇ ମହିଳା ଫରେଷ୍ଟଗାର୍ଡଙ୍କ ସହ ପ୍ରତାରଣା

ସୁନ୍ଦରଗଡ଼/ବଣାଇଁ, ୧୮।୭ (ଡି.ଏନ୍‌.ଏ./ସ୍ବ.ପ୍ର): ନିଜକୁ ସିଆର୍‌ପିଏଫ୍‌ ଯବାନ ପରିଚୟ ଦେଇ ସୁନ୍ଦରଗଡ଼ ଜିଲା ବଣାଇଁରେ ଜଣେ ମହିଳା ଫରେଷ୍ଟ ଗାର୍ଡଙ୍କୁ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି।...

ନିଷ୍କାସନ ହୋଇପାରୁନି ବର୍ଷାପାଣି

ଧାମନଗର, ୮।୭ (ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାରରେ ଦିନକୁ ଦିନ ଟ୍ରାଫିକ ଓ ଡ୍ରେନେଜ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦୋବଲ...

ଅପରିଚିତ ଶିଶୁପୁତ୍ରଙ୍କୁ ରଖିବା ନେଇ ଥାନାରେ ଅଭିଯୋଗ

ଗୋପାଳପୁର,୨୩ା୧- ଆୟୁର୍ବେଦିକ କ୍ଲିନିକ୍‌ କରିଥିବା ଜଣେ ଡାକ୍ତର ଏକ ଅପରିଚିତ ଶିଶୁକୁ ସନ୍ଦେହଜନକ ଭାବେ ରଖିଥିବା ନେଇ ଗୋଳନ୍ଥରା ଥାନାରେ ବୁଧବାର ଅଭିଯୋଗ ହୋଇଛି। ଏହି...

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା...

ପଞ୍ଚାୟତ ସମିତି ବୈଠକ ବର୍ଜନ କଲେ ୧୦ ସମିତି ସଭ୍ୟାସଭ୍ୟ

କୋରୁକୋଣ୍ଡା,୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକଠାରେ ବୁଧବାର ପୂର୍ବାହ୍ନରେ ପଞ୍ଚାୟତ ସମିତିର ପଞ୍ଚମ ବୈଠକ ଆୟୋଜନ ହୋଇଥିବା ବେଳେ ବ୍ଲକ ଅଧ୍ୟକ୍ଷ ଜିତୁ ବୁରୁଙ୍କ ମନମୁଖୀ...

Advertisement
Archives

Model This Week