ବିଜେପୁର ଉପନିର୍ବାଚନରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ, ଲୋକମତ ସଂଗ୍ରହ କରିବୁ: ନିରଞ୍ଜନ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏଥିରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ। କେବଳ ଲୋକମତ ସଂଗ୍ରହ କରିବୁ। ନିରାଡ଼ମ୍ବରରେ ନାମାଙ୍କନ ଦାଖଲ କରିବୁ। ବିଜେଡି ଏବଂ ଭାଜପା ସହ ପଟୁଆରରେ ପ୍ରତିଯୋଗିତା କରିବୁ ନାହିଁ ବୋଲି ଶୁକ୍ରବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।

ପ୍ରକାଶଯୋଗ୍ୟ, ବୁଧବାର ନିରଞ୍ଜନ ବିଜେପୁର ଉପନିର୍ବାଚନରେ ଲଢ଼ିବା ନିମନ୍ତେ ଆର୍ଥୀକ ସହାୟତା ମାଗିଥିଲେ। ନିକଟରେ ସାଧାରଣ ନିର୍ବାଚନ ସରିଥିବାରୁ ଆଉ ଏକ ନିର୍ବାଚନ ଲଢ଼ିବାକୁ ଦଳ ପାଖରେ ଟଙ୍କା ନ ଥିବା ସେ କହିଥିଲେ। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri