ବିଜେପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ

ବରଗଡ଼ ଅଫିସ, ପଦ୍ମପୁର, ୩୦।୯(ଡି.ଏନ୍‌.ଏ.): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ପରେ ବିଜେଡି ପ୍ରାର୍ଥୀ ରୀତା ସାହୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀ ଦ୍ୱୟ ନିଜ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ରିଟର୍ଣ୍ଣିଂ ଅଫିସର ତଥା ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।
ଆସନ୍ତା ୨୧ ତାରିଖରେ ବିଜେପୁର ଉପନିର୍ବାଚନର ଭୋଗ ଗ୍ରହଣ ହେବ। ଏହାର ୩ ଦିନ ପରେ ଅର୍ଥାତ୍‌ ୨୪ ତାରିଖରେ ଭୋଟ ଗଣତି ହେବ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ ନିର୍ବାଚନରେ ବିଜେପୁର ଏବଂ ହିଞ୍ଜିଳି ୨ଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ଫଳରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁର ଆସନ ଛାଡିଥିଲେ। ଏଣୁ ଏଠାରେ ଉପନିର୍ବାଚନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ମହିଳାଙ୍କ ଜୀବନ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମେଦିନୀପୁର ଗାଁର ଜଣେ ୫୫ ବର୍ଷୀୟା ମହିଳା ରବିବାର ରାତିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି।...

ଅଫ୍‌ଲାଇନ୍‌ରେ ଡିଏଲ୍‌ଏଡ୍‌ ପରୀକ୍ଷା ନିଷ୍ପତ୍ତିକୁ ବିରୋଧ

ଭୁବନେଶ୍ୱର, ୧୧। ୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୪ରୁ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରୀ ଏଜୁକେଶନ (ଡିଏଲ୍‌ଏଡ୍‌) ପ୍ରଥମ ଓ ଶେଷବର୍ଷ ପରୀକ୍ଷା ଆରମ୍ଭ ହେବ। ରାଜ୍ୟର ପ୍ରାୟ...

ଫେରାଇଲେଣି ଟଙ୍କା, ଚପାଇ ଦେବାକୁ ଉଦ୍ୟମ

ବଇଣ୍ଡା,୩।୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ୍‌ ସାର୍ଟିଫିକେଟ୍‌ ପ୍ରଦାନ ବେଳେ ଟଙ୍କା ଆଦାୟ ଘଟଣାକୁ ଚପାଇ ଦେବାକୁ...

ରାଜନଗରରେ କେନ୍ଦ୍ରୀୟ ଟିମ୍‌: ଅନୁଧ୍ୟାନ କଲେ ବୁଲ୍‌ବୁଲ୍‌ କ୍ଷୟକ୍ଷତି

ରାଜନଗର,୧୫।୧୧(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଥିବା କେନ୍ଦ୍ରୀୟ ଅନୁଧ୍ୟାନକାରୀ ଟିମ୍‌ ଶୁକ୍ରବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା...

ବିଜୟ ଉତ୍ସବ ପାଳନ କଲେ ଭାଜପା କର୍ମକର୍ତ୍ତା

କୋକସରା,୨୧।୭(ଡି.ଏନ୍‌.ଏ): ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨ୟ ରାଉଣ୍ଡ ସୁଦ୍ଧା ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ହେବା ଦେଖାଦେଇଛି।...

ଅର୍ଥ ବାଧକ : ଅଧାରୁ ପାଠ ଛାଡ଼ିଲେ ଦୁଷ୍ମନ୍ତ

ଚମ୍ପୁଆ, ୭ା୬(ଡି.ଏନ.ଏ.): ସଭିଏଁ ପଢନ୍ତୁ ଓ ସଭିଏଁ ବଢନ୍ତୁ କାର୍ଯ୍ୟକ୍ରମ ଅନୁଯାୟୀ ଶିକ୍ଷିତହାର ବୃଦ୍ଧି କରିବା ଓ ବିଶେଷ ଭାବେ ଆଦିବାସୀ ହରିଜନ ଏବଂ ଆର୍ଥତ୍କ...

ବିଏଡ୍‌ ପାଠ୍ୟକ୍ରମ ନାଁରେ ଜାଲିଆତି

ବାଲେଶ୍ୱର ଅଫିସ, ୧୨।୧୨: ବାଲେଶ୍ୱର ସହର ପଢୁଆଁପଦାସ୍ଥିତ ସିଆଇଏମ୍‌ଆଇଟି ଅନୁଷ୍ଠାନ ବିଏଡ୍‌ ପାଠ୍ୟକ୍ରମ ନାଁରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ଶୋଷଣ କରୁଥିବା ଶନିବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଲିଖିତ...

ଶଙ୍ଖ ଧରିବେ ପ୍ରଦୀପ ମାଝି, ଚର୍ଚ୍ଚାରେ ପକାଇଲେ ପୂର୍ଣ୍ଣଚ୍ଛେଦ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଦୁଇଦିନ ତଳୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଏଆଇସିସି ସଭାପତି ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସେ ଏହି...

Advertisement
Archives

Model This Week