ବିଜେପୁର ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ

ପଦ୍ମପୁର,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଦଳୀୟ କର୍ମୀଙ୍କ ସହ ଦିଲ୍ଲୀପ ପଟୁଆରରେ ଆସି ପ୍ରଥମେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉପଜିଲାପାଳ ତନ୍ମୟ କୁମାର ଦରଓ୍ବାନ୍‌ଙ୍କ ଉପସ୍ଥିତିରେ ସେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନ ଛାଡ଼ିବାରୁ ଏଠାରେ ପୁଣି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ନିର୍ବାଚନୀ ମଇଦାନରେ କାହାର ବାଜିମାତ୍‌ ହେଉଛି ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?