ବିଜେପୁର ଉପନିର୍ବାଚନ: ମତଦାନରେ ସହଯୋଗ କଲେ ଛାତ୍ର

ବରଗଡ଼ ଅଫିସ/ ବିଜେପୁର,୨୧।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ମତଦାନ ପ୍ରକ୍ରିୟାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଛାତ୍ରମାନେ ମଧ୍ୟ ଆଗେଇ ଆସିଛନ୍ତି। ସୋମବାର ବିଜେପୁର ସଂକର୍ଷଣ ଏମ୍‌.ଇ ସ୍କୁଲର ଭୋଟ ଗ୍ରହଣ କେନ୍ଦ୍ରରେ ଏହା ଦେଖିବାକୁ ମିଳିଛି। ଏଠାକୁ ମତଦାନ ପାଇଁ ଆସିଥିବା ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ମତଦାତାଙ୍କୁ ଉକ୍ତ ସ୍କୁଲର ଛାତ୍ରମାନେ ସହଯୋଗ କରୁଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ...

ବିପଦରେ ବ୍ରାହ୍ମଣୀ ବ୍ରିଜ୍‌

ଯାଜପୁର ଅଫିସ/ରଗଡ଼ି (ଡି.ଏନ.ଏ.),୫।୭: ଯାଜପୁର ଜିଲାର ବ୍ୟାସନଗର ତହସିଲରେ ମୋରମ ଏବଂ ଧର୍ମଶାଳା ତହସିଲରେ ବାଲି ଲୁଟ୍‌ ନିତିଦିନିଆ ହୋଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ...

ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ

ତିହିଡ଼ି, ୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ...

ସଂଶୋଧିତ ମୋଟର ଯାନ ଆଇନକୁ କୋହଳ ଦାବି: ଜାତୀୟ ରାଜପଥ ଅବରୋଧ, ୨୦ ଅଟକ

ଜୟପୁର, ୧୦।୯(ନି.ପ୍ର.): ସଂଶୋଧିତ ମୋଟର ଯାନ ଆଇନକୁ କୋହଳ ଦାବିରେ ମଙ୍ଗଳବାର ସକାଳେ କୋରାପୁଟ ଜିଲା ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ମୁଖ୍ୟ ଟ୍ରାଫିକ...

କେନ୍ଦ୍ର-ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତିର ପ୍ରତିବାଦ: ଗଞ୍ଜାମ ଜିଲା କଂଗ୍ରେସର ବିକ୍ଷୋଭ, ଗଣଧାରଣା

ବ୍ରହ୍ମପୁର ଅଫିସ,୨୩ା୧୧-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତି ଏବଂ ବହୁମୁଖୀ ଦୁର୍ନୀତି ପ୍ରତିବାଦରେ ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରରେ ଶୋଭାଯାତ୍ରା...

‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’

ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର...

ଗୋଚର ଜମିରେ କାହ୍ନୁଚରଣ କଲେଜ: ୩ ମାସ ମଧ୍ୟରେ ଜିଲାପାଳ ନେବେ ପଦକ୍ଷେପ

ଯାଜପୁର ଅଫିସ,୨୩ା୨: କଲେଜଗୁଡ଼ିକର ଜମି ସମ୍ବନ୍ଧୀୟ ଅବସ୍ଥା ଜାଣିବାକୁ ସପ୍ତାହେ ପୂର୍ବରୁ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ(ଆର୍‌ଡିଇ) ପକ୍ଷରୁ ତଥ୍ୟଦାଖଲ କରିବାକୁ ନିର୍ଦ୍ଦେଶ ହୋଇଥିଲା। ଏହି...

ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୧୭ା୨:ପବିତ୍ର ମାଘପୂର୍ଣ୍ଣିମାରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ପରେ ପତନି ଲାଗି କରାଯାଇଥିଲା। ଏହାପରେ...

Advertisement
Archives

Model This Week