ବିଜେପୁର ଉପନିର୍ବାଚନ: ମତଦାନରେ ସହଯୋଗ କଲେ ଛାତ୍ର

ବରଗଡ଼ ଅଫିସ/ ବିଜେପୁର,୨୧।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ମତଦାନ ପ୍ରକ୍ରିୟାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଛାତ୍ରମାନେ ମଧ୍ୟ ଆଗେଇ ଆସିଛନ୍ତି। ସୋମବାର ବିଜେପୁର ସଂକର୍ଷଣ ଏମ୍‌.ଇ ସ୍କୁଲର ଭୋଟ ଗ୍ରହଣ କେନ୍ଦ୍ରରେ ଏହା ଦେଖିବାକୁ ମିଳିଛି। ଏଠାକୁ ମତଦାନ ପାଇଁ ଆସିଥିବା ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ମତଦାତାଙ୍କୁ ଉକ୍ତ ସ୍କୁଲର ଛାତ୍ରମାନେ ସହଯୋଗ କରୁଥିବା ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଫ୍ୟାକ୍ଟ୍ରି, ପେଟ୍ରୋଲ ପମ୍ପ୍‌, ଦୋକାନରେ ଯାଞ୍ଚ: ଜରିମାନା ଆଦାୟ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍‌ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା...

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି...

ବିଜେପୁର ଉପନିର୍ବାଚନ: ୧ଟା ସୁଦ୍ଧା ୩୭.୧୦% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ...

ଅଦିନିଆ ବର୍ଷାରେ ଯୋଡା ବେହାଲ

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଅଦିନିଆ ବର୍ଷା ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯୋଡା ସହରରେ ଥିବା ପିଚୁ...

ମୂର୍ତ୍ତି, ଆଲୋକସଜ୍ଜା ପ୍ରମୁଖ ଆକର୍ଷଣ

ଭୁବନ, ୧୧।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନର ବିଶ୍ୱପ୍ରସିଦ୍ଧ ବଳଦଯାତ୍ରା ଏବଂ ଦଶହରା ଦୁର୍ଗାପୂଜା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି ହରପାର୍ବତୀ ପୂଜା କମିଟି। ଦୁର୍ଗାଛକ,...

ତହସିଲଦାରଙ୍କୁ ଚାଷୀଙ୍କ ଗୁହାରି

ପୁରୁଷୋତ୍ତମପୁର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଜୱାଦ ପ୍ରକୋପରେ ବର୍ଷା ଯୋଗୁ କ୍ଷେତରେ ପାଣିପଶି ଧାନ ଓ ଅନ୍ୟାନ୍ୟ ଫସଲ ମାନ ନଷ୍ଟ ହୋଇଯାଇଛି। ଗତ...

୯୩ ପ୍ରକଳ୍ପର ଉଦ୍‌ଘାଟନ, ୧୧୩ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା/ଗୋଲାମୁଣ୍ଡା/କୋକସରା,୫।୩(ସ୍ବପ୍ର/ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆପଡା ଜିଲା ଗସ୍ତ ସାରି କଳାହାଣ୍ଡି ଜିଲାର ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ହାଇସ୍କୁଲ ଖେଳପଡ଼ିଆ ନିକଟରେ ଥିବା ଅସ୍ଥାୟୀ...

ଭୋଗରାଇରେ ବିରଳ ପ୍ରଜାତିର ମାଛ

ଭୋଗରାଇ, ୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଟି ଗ୍ରାମ ନିକଟସ୍ଥ ଧାନ କ୍ଷେତରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ଦେଢ଼ଫୁଟ୍‌ ଲମ୍ବର...

Advertisement
Archives

Model This Week