ବିଜେପୁର ଉପନିର୍ବାଚନ: ସନତ ଗଡ଼ତିଆଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଜେଡି ଓ କଂଗ୍ରେସ ପରେ ବିଜେପୁର ଉପନିର୍ବାଚନ ଲାଗି ଭାଜପା ରବିବାର ପ୍ରାର୍ଥୀ ଘୋଷଣା କରିଛି। ସନତ ଗଡ଼ତିଆଙ୍କୁ ଦଳ ପ୍ରାର୍ଥୀ କରିଛି। ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ଗଡ଼ତିଆଙ୍କ ନାମ ଘୋଷଣା କରିଛି।
ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସ ପକ୍ଷରୁ ଦିଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଶନିବାର ବିଜେଡି ରୀତା ସାହୁଙ୍କୁ ପ୍ରାର୍ଥୀ କରିଥିଲା। ଭାଜପା କାହାକୁ ପ୍ରାର୍ଥୀ କରିବ ତାହା ଉପରେ ଲୋକଙ୍କ ନଜର ରହିଥିବା ବେଳେ ଦଳ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଗଡ଼ତିଆଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରଭଙ୍ଗା ବିପନ୍ନଙ୍କୁ ସାହାଯ୍ୟର ହାତବଢ଼ାଇଲେ କମ୍ରେଡ

ପୁରୁଣା ଭୁବନେଶ୍ୱର,୨୦ା୭ (ଡି.ଏନ୍‌.ଏ.): ବାତ୍ୟା ଫନୀ ଯିବାର ୨ମାସ ୧୪ଦିନ ପରେ ମଧ୍ୟ ବିପନ୍ନଙ୍କୁ ଏଯାବତ ସହାୟତା ମିଳିପାରି ନାହିଁ। ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ବିପନ୍ନଙ୍କ...

ଖର୍ଚ୍ଚ ପରିମାଣ ପ୍ରକାଶ କଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା କେଉଁ ବିଭାଗ କେତେ ଖର୍ଚ୍ଚ କରିଛି, ସେ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ବିଧାନସଭାରେ ତଥ୍ୟ ରଖିଛନ୍ତି।...

୬ ଫୁଟର ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ

ପୁରୀ ଅଫିସ, ୧୩ାା୮: ଚନ୍ଦନପୁର ଥାନା ଅନ୍ତର୍ଗତ ସେନାପଟିଆ ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ଏହି ସାପର ଲମ୍ବ ପ୍ରାୟ...

କେନ୍ଦୁଝରରେ ପତାକା ଉତ୍ତୋଳନ କଲେ ଜଳସମ୍ପଦ ମନ୍ତ୍ରୀ

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ଜିଲାସ୍ତରୀୟ ୭୫ ତମ ସ୍ବାଧୀନତା ଦିବସ କେନ୍ଦୁଝର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୂଚନା ଲୋକ ସମ୍ପର୍କ ତଥା ଜଳସମ୍ପଦ ମନ୍ତ୍ରୀ...

୨୭ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛି। ଏହାର ପ୍ରଭାବରେ...

ଦିବ୍ୟାଙ୍ଗ ଝି’ର ଉପରେ ବୁରୁଧ୍‌ ବାପର ବୋଝ୍‌

  ବିନିକା,୨୪ା୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁାର ଶରତ ଦାଶକଁର ଝି’ ଶୁଭଙ୍କରୀ ଦାଶ(୩୮)। ସେ ଜନ୍‌ମୁ ଦିବ୍ୟାଙ୍ଗ ଆଏ। ସେ...

ବଢ଼ିଛନ୍ତି ଭୋଟର କମିଛି ଓ୍ବାର୍ଡ

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଚଳିତ ମାସ ଶେଷ ସପ୍ତାହ ସୁଦ୍ଧା ଲାଗୁ ହୋଇପାରେ। ଏହା ପୂର୍ବରୁ ପଞ୍ଚାୟତ ନିର୍ବାଚନ...

ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.) ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ...

Advertisement
Archives

Model This Week