Advertisement

ବିଜେପୁର ଉପନିର୍ବାଚନ : ୧୭,୧୮ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ଶେଷ ଆଡକୁ ବିଜେଡି ସଭାପତିଙ୍କ ଗସ୍ତ ସ୍ଥିର କରାଯାଇଛି। ରବିବାର ବରଗଡ ଜିଲାର ସ୍ଥାନୀୟ ବିଜେଡି ପ୍ରତିନିଧି ଏବଂ ରାଜ୍ୟସ୍ତରୀୟ ବରିଷ୍ଠ ନେତାମାନଙ୍କ ମଧ୍ୟରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ହେଲେ ଏ ନେଇ ଦଳ ପକ୍ଷରୁ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୧୪ଜଣ ପାଇବେ ପୋଲିସ ମେଡାଲ, ଜାଣନ୍ତୁ ସବିଶେଷ..

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗୋଟିଏ ଦିନପରେ ସ୍ବାଧୀନତା ଦିବସ। ଏହାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ ପଦକ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର...

ଅବସରପ୍ରାପ୍ତ ପୋଲିସ ଏଏସ୍‌ଆଇଙ୍କ ସମେତ ୨ ଗିରଫ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପୋଲିସ ପରିଚୟ ଦେଇ ମିଛ ମାମଲାରେ ଫସାଇବାକୁ ଧମକାଇ ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ୨ଜଣଙ୍କୁ ଲିଙ୍ଗରାଜ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌...

ଧାମନଗରରେ ଚାଲିଛି ମତଦାନ

ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ...

ସିଲାବସ୍‌ ବାହାର ପ୍ରଶ୍ନ ପାଇଁ ପିଲାଙ୍କୁ ମିଳିବ ପୂର୍ଣ୍ଣ ନମ୍ବର

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଶ୍ରେଣୀର ଇଂଲିଶ ଭାଷା ଓ ସାହିତ୍ୟ ପରୀକ୍ଷା ପ୍ରଶ୍ନପତ୍ରରେ ଗୋଟିଏ ପ୍ରଶ୍ନ ସିଲାବସ୍‌ ଓ ଧାର୍ଯ୍ୟ...

ଚିଠି କରି ଚୁପ୍‌

ଅନୁଗୋଳ ଅଫିସ, ୨୧ା୯ ମାସକୁ ମାସ ଟଙ୍କା ନେଉଛି ଠିକା ସଂସ୍ଥା। କିନ୍ତୁ ଠିକ୍‌ ଭାବେ କରୁନି ସଫେଇ କାର୍ଯ୍ୟ। ଫଳରେ ସହରରୁ ହଟୁନି ଅଳିଆ।...

ରଜନୀକାନ୍ତଙ୍କ ସହ ଅଭିନୟ କରିବେ ଓଡ଼ିଆ ଝିଅ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ସାଉଥ୍‌ ସୁପରଷ୍ଟାର୍‌ ତଥା ପ୍ରଖ୍ୟାତ ଅଭିନେତା ରଜନୀକାନ୍ତଙ୍କ ସହ ବଡ଼ ପରଦାରେ ଅଭିନୟ କରିବେ ଓଡ଼ିଶାର ଦେବୋସ୍ମିତା ପଟ୍ଟନାୟକ। ରଜନୀକାନ୍ତଙ୍କ ଆଗାମୀ ଫିଲ୍ମରେ...

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ...

ଓଡ଼ିଶା ବାହାରକୁ ଆଉ ଯିବାକୁ ପଡ଼ିବନି : ଏସିବି ମେଡିକାଲରେ ହେବ ମାଗଣାରେ ଇକ୍‌ମୋ ଚିକିତ୍ସା

କଟକ ଅଫିସ, ୨୭।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏସିବି ମେଡିକାଲ କଲେଜ ହସ୍ପିଟାଲରେ ଇକ୍‌ମୋ ମେଶିନ୍‌ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାନ ପରେ ସେ କହିଛନ୍ତି,...

Advertisement
Archives

Model This Week