ବିଜେପୁର ଉପନିର୍ବାଚନ: ୭୨% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ସା ୫ଟାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ଶେଷ ସୁଦ୍ଧା ୭୨% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ସେହିପରି ମତଦାନ ସମୟରେ ସେଭଳି କୌଣସି ବିଶୃଙ୍ଖଳା ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ସହ ଜଳିଗଲେ ନବବଧୂ

ଭଦ୍ରକ ଅଫିସ, ୧୨।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ସେରପୁର ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଘଟି ତିନି ବଖରା ସହ...

ଗ୍ୟାସ୍‌ ଲିକ୍‌ରୁ ଜଳିଗଲା ଦୋକାନ

ଉଦଳା,୧୪ା୧୦(ଡି.ଏନ୍‌.ଏ.): ଉଦଳା ଥାନା ଶ୍ରୀଦାମଚନ୍ଦ୍ରପୁର ଛକ ନିକଟରେ ଥିବା ରବୀନ୍ଦ୍ର ମହାନ୍ତ ଦୋକାନରେ ରବିବାର ଗ୍ୟାସ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ...

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା: ଜେଲ ଗଲେ ଫେରାର ବି. ଟେକ୍‌ ଛାତ୍ର

ଦିଗପହଣ୍ଡି,୧୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା ମାମଲାରେ ଫେରାର ଅଭିଯୁକ୍ତଙ୍କୁ ଦିଗପହଣ୍ଡି ପୋଲିସ...

ସମ୍ପୃକ୍ତ ଖଣିକୁ କାରଣ ଦର୍ଶାଅ ନୋଟିସ

ଯୋଡ଼ା,୫ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଓ ଏମ୍‌ଡିସି ଖଣିରୁ ଓଜନଠାରୁ ଅଧିକ ଲୁହାପଥର ପରିବହନ ହେଉଥିବା ୧୨ଟି ଟ୍ରକ୍‌ ଅଟକ ଘଟଣାରେ...

୧୨୩ କୋଟି ଟଙ୍କା ଜିଏସ୍‌ଟି ଠକେଇ

କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍‌ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର...

ତହସିଲ କାର୍ଯ୍ୟାଳୟରେ ହାତାହାତି

ବାସୁଦେବପୁର,୧୦।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲ କାର୍ଯ୍ୟାଳୟ ପରିସର ମୋ ସରକାର କକ୍ଷ ସାମ୍ନାରେ ଶୁକ୍ରବାର ଗଣ୍ଡଗୋଳ ଘଟିଛି। ୮ରୁ ୧୦ ଜଣ ତହସିଲ କର୍ମଚାରୀ...

ବନ୍ତ ତହସିଲଦାରଙ୍କ ଭିଡିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଭଦ୍ରକ ଅଫିସ/ ବନ୍ତ (ସ୍ବ.ପ୍ର), ୨୬।୫: କର୍ଫ୍ୟୁ କଟକଣା ସମୟରେ ବନ୍ତ ତହସିଲଦାର ଲୁଗା ଦୋକାନୀଙ୍କୁ ଦୋକାନ ଖୋଲାଇ ଶାଢ଼ୀ କିଣୁଥିବା ଘଟଣାରେ ମଙ୍ଗଳବାର ତଦନ୍ତ...

ଘର ଉପରକୁ ବୋମାମାଡ଼

ବାଳକାଟି,୧୭।୧(ଡି.ଏନ୍‌.ଏ): ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ସୋମବାର ବୋମାମାଡ଼ ହୋଇଛି । ଜାଗାବାଡ଼ିକୁ କେନ୍ଦ୍ର କରି ବାଲିଅନ୍ତା ଥାନା ସରକଣାରେ ଏଭଳି ଘଟିଥିବା ଜଣାପଡ଼ିଛି। ଏଥିରେ ଘରର...

Advertisement
Archives

Model This Week