ବିଜେପୁର: ବିଜୟ ନେଇ ସମସ୍ତେ ଆଶାବାଦୀ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିପୁଳ ଭୋଟରେ ବିଜୟୀ ହେବା ନେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ, ପୂର୍ବ ୨ଟି ନିର୍ବାଚନ ଅପେକ୍ଷା ଚଳିତଥର ଅଧିକ ଏକପାଖିଆ ଜନମତ ହୋଇଛି। ଏହା ବିଜୟ ବ୍ୟବଧାନକୁ ମଧ୍ୟ ବୃଦ୍ଧି କରିବ ବୋଲି ସୁଶାନ୍ତ କହିଛନ୍ତି। ଅନୁରୂପଭାବେ କଂଗ୍ରେସ ୧୦୦୦ରୁ ୨୦୦୦ ଭୋଟରେ ବିଜୟୀ ହେବ ବୋଲି ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି। ଭାଜପା ସଭାପତି ବସନ୍ତ ପଣ୍ଡା ମଧ୍ୟ ଦଳର ବିଜୟ ନେଇ ଆଶାବାଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଓଡ଼ିଶା ଶିକ୍ଷା, ବିଶ୍ୱବିଦ୍ୟାଳୟ ନୀତି

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ବଦଳିବ ରାଜ୍ୟର ଶିକ୍ଷା ନୀତି। ବିଶ୍ୱବିଦ୍ୟାଳୟ ନୀତିରେ ମଧ୍ୟ ପରିବର୍ତ୍ତନ ଅଣାଯିବ। ଏଥିପାଇଁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଆସନ୍ତା ୧୫ତାରିଖ ସୁଦ୍ଧା...

‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର...

୨୪ ଘଣ୍ଟାରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୮୩ ପିଲା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ ବର୍ଗର।...

ଭେଣ୍ଟିଲେଟର ପାଇଁ ୧ ଟଙ୍କା

ବରଗଡ଼ ଅଫିସ୍‌,୭।୫: ବରଗଡ଼ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ ଭେଣ୍ଟିଲେଟର ସମେତ ଆଇସିୟୁ ଶଯ୍ୟାର ଶୁଭାରମ୍ଭ କରିଛନ୍ତି ।...

ପୁରୁଣା ବାରିପଦା କଲେଜରେ ଉତ୍ତେଜନା

କୁଆମରା ୪।୨(ଡିଏନଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମନୋଜ କୁମାର ସାହୁଙ୍କୁ ନେଇ କଲେଜର ସୋମବାର...

ରାସ୍ତା କାମ କଲେ ବିଧାୟକ

ପାପଡାହାଣ୍ଡି,୨୧।୭(ଡି.ଏନ୍‌.ଏ): ରାସ୍ତାରେ ପଡି ରହିଥିଲା ମୋରମ ଗଦା। ୟାତାୟାତରେ ସମସ୍ୟା ହେଉଥିଲା। ଲୋକଙ୍କ ଅସନ୍ତୋଷ ପରେ ବି ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଉନଥିଲା ।...

ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବଣାଇ ବିଧାୟକଙ୍କ ପିଏସ୍‌ଓ

ସୁନ୍ଦରଗଡ଼,୧୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବିଧାୟକ ଲକ୍ଷଣ ମୁଣ୍ଡାଙ୍କ ପିଏସ୍‌ଓ ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର କାରଣ...

ଚୁଲି ଚାନ୍ଦା, ଠେଙ୍ଗା ପାଳିରେ ଜଙ୍ଗଲ ସୁରକ୍ଷା

ନୟାଗଡ଼ ଅଫିସ,୧୪।୧୦:ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଟାକରା ପଞ୍ଚାୟତ ବାଙ୍କ ତଇଲା  ଗାଁର ଆଦିବାସୀ ଲୋକଙ୍କ ଜଙ୍ଗଲ ସୁରକ୍ଷା ନିଶା ବନ୍ୟଜନ୍ତୁ ସଂଖ୍ୟା ବଢ଼ାଇବାରେ ସହଯୋଗ...

Advertisement


Archives

Model This Week