ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ

ବିଜେପୁର,୭।୬(ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ ନ ଥିବାବେଳେ ଶୁକ୍ରବାର ବିଜେପୁର ଥାନା ଅନ୍ତର୍ଗତ ଲାଉମୁଣ୍ଡା ଗ୍ରାମରେ ୩ଯୁବକ ଫାଙ୍କା ଗୁଳିଚାଳନା କରିବା ଘଟଣା ଅଞ୍ଚଳରେ ଆଲୋଡ଼ନ ଖେଳାଇ ଦେଇଛି। ପୋଲିସ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ତେବେ ବର୍ତ୍ତମାନ ସୁଦ୍ଧା ଗିରଫ ଅଭିଯୁକ୍ତଙ୍କ ପରିଚୟ ମିଳିପାରି ନ ଥିବାବେଳେ ସେମାନେ ବରଗଡ଼ ଅଞ୍ଚଳର ବୋଲି ଅନୁମାନ କରାଯାଉଛି। ସେମାନଙ୍କ ନିକଟରୁ ୨ଟି ମାଉଜର ଏବଂ ଏକ ସ୍କୁୁଟି(ଓଡି୧୭ଜି୨୨୧୮)କୁ ପୋଲିସ ଜବତ କରିଛି। ସର୍ବସମ୍ମୁଖରେ ଅଭିଯୁକ୍ତମାନଙ୍କୁ ଜେରା କରାଇବାକୁ ଦାବିକରି ଲାଉମୁଣ୍ଡା ପେଟ୍ରୋଲ ପମ୍ପ ନିକଟରେ ସ୍ଥାନୀୟଲୋକେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ଅଭିଯୁକ୍ତଙ୍କୁ ବିଜେପୁର ଥାନାକୁ ନେଇ ଯାଇଥିଲା । ଏହାପରେ ପଦ୍ମପୁର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁଙ୍କୁ ଉତ୍ତ୍ୟକ୍ତ ଲୋକେ ଘେରିଯାଇ ପାଟିତୁଣ୍ଡ କରିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ପଚରାଉଚରା କରୁଛି। ମାତ୍ର କେଉଁ ଉଦ୍ଦେଶ୍ୟରେ ଅଭିଯୁକ୍ତମାନେ ଗୁଳିଚାଳନା କରିଛନ୍ତି ତାହା ଜଣାପଡ଼ି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି...

ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍‌ ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍‌.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି...

‘ଓଏସ୍‌ଏସ୍‌ସି ଦୁର୍ନୀତି ଚପାଇବାକୁ ଉଦ୍ୟମ’

ଭୁବନେଶ୍ୱର, ୩।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ମହାଦୁର୍ନୀତି ପ୍ରତିବାଦରେ ସୋମବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଷ୍ଟାଫ୍‌ ସିଲେକ୍ସନ କମିଶନ କାର୍ଯ୍ୟାଳୟ ସମ୍ମୁଖରେ...

କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହେଲ୍‌ଥ ସେଣ୍ଟର

ଢେଙ୍କାନାଳ ଅଫିସ, ୧୪।୪ ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍‌ ହେଲ୍‌ଥ ସେଣ୍ଟର। ରାଜ୍ୟ ସରକାର...

ଗଞ୍ଜେଇ ବୋଝେଇ ହାଇଓ୍ବା ଜବତ: ଡ୍ରାଇଭର ଅଟକ

ବଲାଙ୍ଗୀର ଅଫିସ,୧୨।୧୦: ବଲାଙ୍ଗୀରର ସହର ଉପକଣ୍ଠରେ ଏକ ଗଞ୍ଜେଇ ବୋଝେଇ ହାଇଓ୍ବାକୁ ଶୁକ୍ରବାର ବିଳମ୍ବିତ ରାତିରେ ଜବତ କରିଛି ଟାଉନ ଥାନା ପୋଲିସ। ଏଥିସହ ଡ୍ରାଇଭରକୁ...

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌...

ମହୁଲଫୁଲ ସଂଗ୍ରହ କରୁଥିବା ବେଳେ ପିଟିଲା ବାଇକ୍‌, ଚାଲିଗଲା ୨ ଜୀବନ

ଠାକୁରମୁଣ୍ଡା,୧୫ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ରାଇପଦା ଗ୍ରାମ ନିକଟରେ ଶୁକ୍ରବାର ସକାଳେ ରାସ୍ତା ପାର୍ଶ୍ୱରେ ଜଣେ ବୃଦ୍ଧଙ୍କୁ ଏକ ବାଇକ୍‌ ଧକ୍କା ଦେବାରୁ...

ସମ୍ବଲପୁର ଜିଲାର ପ୍ରଥମ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ସମ୍ବଲପୁର,୧୨।୮(ବ୍ୟୁରୋ): ସମ୍ବଲପୁର ଜିଲାରେ ପ୍ରଥମ କରୋନା ଯୋଦ୍ଧା ରେଙ୍ଗାଲି ଥାନାର କନଷ୍ଟେବଳ ପେଟ୍ରସ ଟିଗା (୪୦)ଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ସେ...

Advertisement
Archives

Model This Week