ବିଜ୍ଞାନ ମେଳାରେ ୩୧୬ ପ୍ରକଳ୍ପ ପ୍ରଦର୍ଶିତ

ଜୁନାଗଡ,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସରସ୍ବତୀ ଶିଶୁ ମନ୍ଦିରଠାରେ ମଙ୍ଗଳବାର ଏକ ବିଜ୍ଞାନ ମେଳା ପ୍ରଦର୍ଶିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନଚାର୍ଯ୍ୟ ନିରଞ୍ଜନ ପାଢୀଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ସାମାଜିକ କର୍ମୀ ଦୁର୍ଗା ପ୍ରସାଦ ନାଏକ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ବିନାୟକ ଯୋଷୀ, ଅଭିଭାବକ ଲକ୍ଷ୍ମୀ ନାରାୟଣ ବାଣୁଆ ପ୍ରମୁଖ ଯୋଗଦେଇଥିଲେ। ଜ୍ଞାନବିଜ୍ଞାନ ମେଳାରେ ଛାତ୍ରୀଛାତ୍ରମାନେ ୩୧୬ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ସେହିପରି ୨୧ଜଣ ବିଚାରକ ଭାବେ ଦାୟିତ୍ୱ ତୁଲାଇଥିଲେ। ଅପରାହ୍ନରେ ଉଦଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଏବିଇଓ ନବକିଶୋର ପାଢି, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି କୋଷାଧ୍ୟକ୍ଷ ରାଜ କିଶୋର ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ। ବରିଷ୍ଟ ବିଭାଗରେ ଜ୍ୟୋତି ରଞ୍ଜନ ପଣ୍ଡା, ଶିବ ସାହୁ, ରାମ ପ୍ରକାଶ ଯୋଷୀ, ଦିବସ କୁମାର ନାୟକ, ଅଖିଲେଶ ଦାଶ, ରଞ୍ଜିତ ସାହୁ, ଆଦର୍ଶ ପ୍ରଧାନ, ଆଶିଷ ତରାଇ, ଶ୍ୱେତପଦ୍ମା ଅଗସ୍ତି, ସ୍ମୃତିରେଖା ରାଉତ ଓ କନିଷ୍ଟ ବିଭାଗରେ ଅଦ୍ୱେତ ପଣ୍ଡା, କେଶବ ପ୍ରକାଶ ଯୋଷୀ, ପ୍ରତ୍ୟୁଷ ପଣ୍ଡା, ହେମାଙ୍ଗିନୀ ଦଣ୍ଡସେନା ପ୍ରମୁଖ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମକୁ ହେମନ୍ତ କୁମାର ପ୍ରଧାନୀ ପରିଚାଳନା କରିଥିଲେ। ସେହିପରି ସନ୍ତୋଷ କୁମାର ସାହୁ, ଉମାକାନ୍ତ ଗୁରୁ, ଧର୍ମେନ୍ଦ୍ର ବାଗ, ଲଲାଟେନ୍ଦୁ ଘି, ଦୁଷ୍ମନ୍ତ ଖଡିକାର, ଫଗନୁ ନାଏକ, ସୋମ୍ୟରଞ୍ଜନ ଖମାରୀ, ଦାମୋଦର ଟୋଲଟିଆ ପ୍ରମୁଖ ଗୁରୁଜୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ଥାନାରେ ଅଭିଯୋଗ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ରୁଆ-ବିହୁଡ଼ା ପୂର୍ବରୁ ମାଟି ମା’ଙ୍କ ଅନୁମତି ନେବାର ନିଆରା ପରମ୍ପରା: ଗାଁ ଗାଁରେ ଉତ୍ସାହ

ବୀରମହାରାଜପୁର, ୧୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଏଠାକାର ଚାଷୀଙ୍କ ଜୀବନ ଓ ଲୋକସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ…

ନକଲି ଜାତି ଓ ଜମିପଟ୍ଟା ପ୍ରମାଣପତ୍ର ମାମଲା: ତଦନ୍ତ ଆରମ୍ଭ କଲା ଯୁଗ୍ମ କମିଟି

ମହାକାଳପଡ଼ା,୧୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବୃଦ୍ଧି ପାଉଛି ନକଲି ଜାତି ଓ ଜମି ପଟ୍ଟା ପ୍ରମାଣପତ୍ର। କେତେଜଣ ମଧ୍ୟସ୍ଥ ସରକାରୀ…

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ…

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ/ ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ…

ହୋଟେଲ ଉଦଘାଟନର କିଛି ସମୟ ପୂର୍ବରୁ ଚାଲିଗଲା ବ୍ୟବସାୟୀଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଭଞ୍ଜନଗର ବାଗଦେବୀ ରୋଡରେ ରହୁଥିବା ବିଶ୍ୱଜିତ୍‌ ପାତ୍ର (୨୫) ବୁଧବାର ସକାଳେ ବିଦ୍ୟୁତ ବୋର୍ଡରେ ପ୍ଲଗ ଲଗାଉଥିବା ସମୟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି।…

କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri