ବିଜ୍ଞାପନ ପ୍ରଦାନ ନେଇ ମନ୍ତ୍ରୀ ରଖିଲେ ତଥ୍ୟ

ଭୁବନେଶ୍ୱର,୧୯ା୭(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ(ବିଶେଷ କରି ୬ ମାସ ପୂର୍ବରୁ) ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥାକୁ ବିଜ୍ଞାପନ ବାବଦରେ ଅର୍ଥ ପ୍ରଦାନ କରାଯାଇଥିଲା। କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତିଙ୍କ ଅଣତାରକା ପ୍ରଶ୍ନ ନଂ-୧୨୪୮ର ଉତ୍ତର ଦେଇ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଉତ୍ତରରୁ ଜଣାପଡିଛି ଯେ, ୩୧ଟି ବୈଦ୍ୟୁତିକ ଗଣମାଧ୍ୟମ ସଂସ୍ଥାକୁ ୬୦,୧୯,୪୪,୬୦୨ଟଙ୍କାର ବିଜ୍ଞାପନ ଦିଆଯାଇଛି। ସେହିପରି ୮୯ଟି ଛାପା ଗଣମାଧ୍ୟମକୁ ୨୬,୦୪,୫୯,୨୫୨ ଟଙ୍କା ଦିଆ ଯାଇଛି। ଏହିପରି ଭାବେ ସର୍ବମୋଟ ବିଜ୍ଞାପନ ବାବଦକୁ ୮୬,୨୪,୦୩,୮୬୧ ଟଙ୍କା ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଛେଚିବ: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ସ୍ଥଳପଥ ଅତିକ୍ରମ କରିଛି। ଆସନ୍ତା...

ଭାଙ୍ଗିଲା ଲେଡି ଡନ୍‌ ରଞ୍ଜୁଙ୍କ ଘର

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଲେଡି ଡନ୍‌ ତଥା ଡ୍ରଗ୍ସ ବେପାରୀ ରଞ୍ଜୁଙ୍କ ଭୁବନେଶ୍ୱର ନାରାୟଣବସ୍ତିରେ ଥିବା ଘରକୁ ପୋଲିସ ଶନିବାର ଭାଙ୍ଗି ଦେଇଛି। ସୂଚନାଯୋଗ୍ୟ, ରଞ୍ଜୁ ଓ ତାଙ୍କ...

ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୧ା୪(ବ୍ୟୁରୋ):ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧.୭୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ ବୁଧବାର ବିଧାନସଭାର ଅନୁମୋଦନ...

ବିଜେପୁର ପ୍ରାର୍ଥୀ ଚୟନରେ ମୁଖ୍ୟମନ୍ତ୍ରୀ ନେବେ ଚୂଡ଼ାନ୍ତ ନିଷ୍ପତ୍ତି : ସଞ୍ଜୟ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ପରେ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା...

ଭୁବନେଶ୍ୱରରେ ଇସ୍ରୋ ଅଧ୍ୟକ୍ଷ କେ.ଶିବନ: କହିଲେ ‘ଚନ୍ଦ୍ରାୟନ-୨’ରେ ମିଳିଛି ୯୮% ସଫଳତା

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଇସ୍ରୋ ଅଧ୍ୟକ୍ଷ କେ. ଶିବନ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କିଛି ସମୟ ପରେ ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।...

ରାଜଧାନୀକୁ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗ ବେପାରୀ ଗିରଫ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜଧାନୀରେ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗର ଜଣେ ବେପାରୀଙ୍କୁ କମିଶନରେଟ ପୋଲିସ କାବୁ କିରିଛି। ରବିବାର ପୂର୍ବାହ୍ନରେ ଭରତପୁର ଥାନା ଅନ୍ତର୍ଗତ କୋଳଥିଆ...

ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ନବୀନଙ୍କ ସୁପାରିସ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବରିଷ୍ଠ ଆଇଏଫଏସ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କମୁଛି ସଂକ୍ରମଣ: ଆଜି ଚିହ୍ନଟ ହେଲେ ୪୯ ଆକ୍ରାନ୍ତ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬ ଜଣଙ୍କ ବୟସ ୧୮ ବର୍ଷରୁ କମ୍‌ ରହିଥିବା...

Advertisement
Archives

Model This Week