Posted inଜାତୀୟ

ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ୧୧୫ ତମ ଜୟନ୍ତୀ ଅବସରରେ ବିଜୟଘାଟରେ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ଅନ୍ୟ ନେତାମାନେ ଏହି ଅବସରରେ ବିଜୟଘାଟ ଯାଇଛନ୍ତି। ସୂଚନାଯୋଗ୍ୟ, ୧୯୦୪ ଅକ୍ଟୋବର ୨ରେ ଲାଲ୍‌ ବାହାଦୂର ଶାସ୍ତ୍ରୀ ଜନ୍ମ ମୋଗଲସରାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୬୪ ଜୁନ୍‌ ୯ ତାରିଖରେ ସେ ଭାରତର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଭାବଶାଳୀ ବିରୋଧୀ ଦଳ ଭୂମିକା ନେବୁ’

ବାରାମତି,୨୬ା୧୦: ମହାରାଷ୍ଟ୍ର ବିଧାନସଭାରେ ଏନ୍‌ସିପି ପ୍ରଭାବଶାଳୀ ବିରୋଧୀ ଦଳର ଭୂମିକା ତୁଲାଇବ ବୋଲି ଏହାର ଅଧ୍ୟକ୍ଷ ଶରଦ ପାଓ୍ବାର ଶୁକ୍ରବାର କହିଛନ୍ତି। ଜନସାଧାରଣ ଆମକୁ ସରକାର...

ବନ ବିଭାଗ ମଞ୍ଜୁରୀ ବିନା ଓଡ଼ିଶାରେ ଖଣି ଖନନ ବେଆଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୬:ଓଡ଼ିଶାରେ ଖଣି କମ୍ପାନୀଗୁଡ଼ିକ ବନ ବିଭାଗ ମଞ୍ଜୁରୀ ବିନା ବେଆଇନ ଭାବେ ଖଣିଜ ଉତ୍ତୋଳନ କରିଚାଲିଥିବାରୁ ସୁପ୍ରିମକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ବେଆଇନ ଖଣି ଖନନକୁ ସର୍ବୋଚ୍ଚ...

ସିବିଆଇ-ଇଡ଼ି-ଆୟକର ଭଳି ଏଜେନ୍ସିର ଦୂରୁପଯୋଗ କରୁଛନ୍ତି ସରକାର, କହିଲେ ମଲି୍ଳକାର୍ଜୁନ…

ନୂଆଦିଲ୍ଲୀ, ୩।୮ : ଦୁଇ ଦିନ ଧରି ଲୋକ ସଭା ଓ ରାଜ୍ୟ ସଭାରେ ଦରଦାମ ବୃଦ୍ଧି ବିଷୟରେ ଆଲୋଚନା ହେବା ପରେ ବୁଧବାର ଶିବସେନା...

ଅରୁଣାଚଳରେ ଗାଁ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ, ୧୯।୧: ସୀମାକୁ ନେଇ ଭାରତ ଓ ଚାଇନା ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଗତବର୍ଷ ମେ’ରୁ ଦୁଇଦେଶର ସୈନ୍ୟବାହିନୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ଜାରି...

ଚିତ୍ରାଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୭।୩: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ପୂର୍ବତନ ସିଇଓ ଚିତ୍ରା ରାମକୃଷ୍ଣଙ୍କ ସମସ୍ୟା ବଢିଛି। ଠକେଇ ଓ ହିମାଳୟର ଜଣେ ତଥାକଥିତ ଯୋଗୀଙ୍କୁ ତଥ୍ୟ ପ୍ରଦାନ...

ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ଖାରଜ କରିବା ସପକ୍ଷରେ ନୁହଁନ୍ତି ଶରଦ

ନୂଆଦିଲ୍ଲୀ,୧ ।୭: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବେଶ କିଛିଦିନ ହେବ ବିଭିନ୍ନ ରାଜ୍ୟର କୃଷକମାନେ ଆନ୍ଦୋଳନ କରିଥିଲେ ମଧ୍ୟ ଏଯାଏଁ...

ପି. ଚିଦାମ୍ବରମଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୧୬।୧୦: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଗିରଫ କରାଯାଇଛି। ଆଇଏନଏକ୍ସ ମିଡିଆ ମନିଲଣ୍ଡରିଂ ମାମଲାରେ...

ସିବିଆଇଠାରୁ ସମ୍ମତି ପ୍ରତ୍ୟାହାର କରିଥିବା ରାଜ୍ୟ ପୁନର୍ବିଚାର କରନ୍ତୁ: ଜିତେନ୍ଦ୍ର ସିଂ

ନୂଆଦିଲ୍ଲୀ,୧୫।୧୨: କୌଣସି ରାଜ୍ୟରେ ତଦନ୍ତ କରିବାକୁ ହେଲେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ସମ୍ପୃକ୍ତ ରାଜ୍ୟ ସରକାରଙ୍କ ଅନୁମତି ନେବାକୁ ପଡ଼ିଥାଏ। ଏହାକୁ ଜେନେରାଲ କନ୍‌ସେଣ୍ଟ...

Advertisement
Archives

Model This Week