Posted inଜାତୀୟ

ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ଦିଦି: କହିଲେ ସବୁ ହାରିବା ବ୍ୟକ୍ତି ବିଫଳ ନୁହେଁ

କୋଲକାତା,୨୩।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ଦେଖିଲେ ଭାଜପା ପୁଣି ଥରେ ବାଜିମାତ୍‌ କରିଥିବା ସ୍ପଷ୍ଟ ହେଉଛି। ହେଲେ ପୂର୍ବରୁ ପଶ୍ଚିମବଙ୍ଗରେ ନିଜର ଦବ୍‌ଦବା ଜାହିର କରିଥିବା ଦିଦିଙ୍କୁ ଏଥର ଲାଗିଛି ବଡ ଝଟ୍‌କା। କାରଣ ଏଥର ପଶ୍ଚିମବଙ୍ଗରେ ଏନ୍‌ଡିଏ ବହୁ ଆଗରେ ଥିବା ବେଳେ ଟିଏମ୍‌ସି ଆଶାତୀତ ଭାବେ ବହୁପଛରେ ରହିଛି। ତେଣୁ ମମତାଙ୍କ ଦମ୍ଭ ଏକ ପ୍ରକାର ଭାଙ୍ଗି ଯିବାରୁ ଏବେ ସେ ବିଜୟୀଙ୍କୁ ଶୁଭେଚ୍ଛା ଜଣାଇବା ସହ ହାରିଥିରା ବ୍ୟକ୍ତିଙ୍କ ମନୋଳ ମଧ୍ୟ ଦୃଢ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ଶାଶୁ କହିଲେ ମାସକୁ ୧୦ ହଜାର ଟଙ୍କା ନ ଦେଲେ ଘରେ ରଖିବିନି

ଭୋପାଳ,୧୫।୩: ଗ୍ବାଲିଅର ହଜାରୀ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ କର୍ମଜୀବୀ ମହିଳା ତାଙ୍କ ଶାଶୁ, ଶ୍ୱଶୁର ଏବଂ ଜେଠାଶୁରଙ୍କ ନାମରେ...

ପେଶା ଶିକ୍ଷକତା: ନିଶା ପ୍ରତିଦିନ ଗଛ ଲଗାଇବା

ଜୟପୁର,୨୧।୭: ପରିବେଶ ସୁରକ୍ଷା ପ୍ରତି ଜଣେ ଶିକ୍ଷକ ଗତ ୯ ବର୍ଷ ଧରି ପ୍ରତିଦିନ ଗୋଟିଏ ଗଛ ଲଗାଇବା ଜାରି ରଖିଛନ୍ତି। ୨୦୧୦ ଜୁଲାଇ ୧ରୁ...

ଜମ୍ମୁ-କଶ୍ମୀରରେ ଆତଙ୍କବାଦର ବୀଜ ବପନ କରିଛି କଂଗ୍ରେସ: ରାମ ମାଧବ

ନୂଆଦିଲ୍ଲୀ,୨୯।୬: ଭାଜପାର ରାଷ୍ଟ୍ରୀୟ ମହାସଚିବ ରାମ ମାଧବ ଜମ୍ମୁ-କଶ୍ମୀର ଆତଙ୍କବାଦକୁ ନେଇ ସିଧା କଂଗ୍ରେସ ଓ ନ୍ୟାଶନାଲ କନଫରେନ୍ସ(ଏନ୍‌ସି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କଂଗ୍ରେସ...

ଆନ୍ଦୋଳନ କରୁଥିବା ଅନ୍ନଦାତାଙ୍କ ପାଇଁ ଓପନ ଲାଇବ୍ରେରୀ-ଫ୍ରି ଲାଙ୍ଗୁଏଜ୍‌ କ୍ଲାସ୍‌

ନୂଆଦିଲ୍ଲୀ, ୨୦।୧: ଘାଜିପୁର ସୀମାରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଅନ୍ନଦାତାଙ୍କ ଅବସର ସମୟ ବିତାଇବା ଲାଗି ଏଠାରେ ଓପନ ଲାଇବ୍ରେରୀ ସହିତ ଫ୍ରି ଲାଙ୍ଗୁଏଜ୍‌...

ଯେଉଁ ବ୍ୟାଙ୍କରେ କେବେ ତାଲା ପଡେ ନାହିଁ

ଦେଶର ପ୍ରାୟ ସବୁ ବ୍ୟାଙ୍କରେ ସିକ୍ୟୁରିଟି ବ୍ୟବସ୍ଥାକୁ କଡାକଡି କରାଯାଇଥାଏ। କାରଣ ଏଠି ପ୍ରତିଦିନ କାରବାର ହୋଇଥାଏ ମୋଟା ଅଙ୍କର ଅର୍ଥ। ହେଲେ ମହାରାଷ୍ଟ୍ରର ମହମ୍ମଦନଗର...

ପଲିଟିକ୍ସ୍‌ ଫିଜିକ୍ସ୍‌ ନୁହେଁ କେମେଷ୍ଟ୍ରି, କହିଲେ ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୪।୧୨: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁଥିବା ବିଧାନସଭା ନିର୍ବାଚନ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ ନୂଆ ପ୍ରକାରର ମନ୍ତବ୍ୟ ଦେଇଛନ୍ତି। ଶାହାଙ୍କ ରାଜନୀତିର ବିଜ୍ଞାନ ପାଠ...

ବିପର୍ଯ୍ୟୟ ସମୟରେ କାନ୍ଦିବା ଭାରତର ଲକ୍ଷଣ ନୁହେଁ, କରୋନା ଦେଶପାଇଁ ଏକ ସୁଯୋଗ: ମୋଦି

ନୂଆଦିଲ୍ଲୀ,୧୮।୬: ଆତ୍ମନିର୍ଭରଶୀଳ ଭାରତ ଅଭିଯାନକୁ ନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଣିଜି୍ୟକ କ୍ଷେତ୍ର ପାଇଁ ୪୧ କୋଇଲା ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ କରିଛନ୍ତି।...

ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କୁ କରୋନା

ନୂଆଦିଲ୍ଲୀ,୧୬।୧୦-ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଶୁକ୍ରବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ...

Advertisement
Archives

Model This Week