ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ ମିଠା ସହ ଫୁଲମାଳ ଅର୍ଡର ଦେଇ ସାରିଥିବା ସୂଚନା ମିଳିଛି। ମହାରାଷ୍ଟ୍ରରେ ଏଥର ଭାଜପା ଓ ଶିବସେନା ମେଣ୍ଟ ମିଶି ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ କରିଥିବା ସୂଚନା ମିଳିଛି। ତେବେ ଫଳାଫଳ ଘୋଷଣା ହେବା ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ ଭାଜପା-ଶିବସେନା ମେଣ୍ଟ ମହାରାଷ୍ଟ୍ରରେ ସରକାର ଗଠନ କରିବ ବୋଲି ପୂର୍ବାନୁମାନ କରିଥିବା ବେଳେ ଏବେ ଏମାନେ ଆଉ ଟିକେ ଉତ୍ସାହିତ ହୋଇପଡି ପ୍ରସ୍ତୁତି ଆରମ୍ଭ କରିଦେଇଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ସକାଳ ୧୦ଟା ସୁଦ୍ଧା ମହାରାଷ୍ଟ୍ରରେ ଭାଜପା ୯୯ ଆସନରେ ଆଗୁଆ ଥିବା ବେଳେ ଶିବସେନା ୬୦, ଏନ୍‌ସିପି ୪୮ ଓ କଂଗ୍ରେସ ୪୦ ଆସନରେ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଆଇନକୁ ଅଧିକାଂଶ ଚାଷୀ ସଂଗଠନର ସମର୍ଥନ ଥିଲା

ନୂଆଦିଲ୍ଲୀ,୨୨।୩ : ଅଧିକାଂଶ କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ସମର୍ଥନ କରୁଥିଲେ। ଏବେ ଉକ୍ତ ଆଇନକୁ ପ୍ରତ୍ୟାହାର କରିନିଆଯାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ...

କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ ନିଖୋଜ: ଥିଲା ୭ ହଜାର କୋଟି ଋଣ ବୋଝ

ବେଙ୍ଗାଲୁରୁ,୩୦।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେର ମାଲିକ ଭିି.ଜି. ସିଦ୍ଧାର୍ଥ ନିଖୋଜ ହୋଇଯାଇଛନ୍ତି। ତାଙ୍କର ସନ୍ଧାନରେ ପୋଲିସ ପକ୍ଷରୁ...

ବରଙ୍କୁ ବେଦୀରେ ଛାଡ଼ି କାଉନସେଲିଂକୁ ଗଲେ କନ୍ୟା, ଆଉ ତା’ ପରେ…

ଲକ୍ଷ୍ନୌ,୪ା୧୨: ବିବାହ ପାଇଁ ବେଦୀରେ ବସିଥିଲେ ବରକନ୍ୟା। ସକାଳ ୫ଟାରେ ବର କନ୍ୟାଙ୍କ ମୁଣ୍ଡରେ ସିନ୍ଦୁର ଦେବା ପରେ ବେଦୀ ଉପରୁ ଚାକିରି ପାଇଁ କାଉନସେଲିଂକୁ...

ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁରର ମୃତ୍ୟୁ, ଡାକ୍ତରଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ୍‌,୧୫।୯:ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଏକ ପୋଷା କୁକୁରର ମୃତ୍ୟୁ ଘଟିଛି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି, ପୋଲିସ କୁକୁରକୁ ଚିକିତ୍ସା କରୁଥିବା ପଶୁ...

ଟ୍ରେନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ରେଳ ଷ୍ଟେଶନରେ ଏକ ଦୁର୍ଘଟଣା ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ଟ୍ରେନରେ ଲାଗିଯାଇଛି ନିଆଁ। ପ୍ଲାଟଫର୍ମ ନଂ ୮ରେ ଥିବା ଚଣ୍ଡିଗଡ କୋଚବଲି...

ଘାତକ ମିଶାଇଲ ‘ହାମର’

ନୂଆଦିଲ୍ଲୀ: ଲାଇନ୍‌ ଅଫ୍‌ କଣ୍ଟ୍ରୋଲ୍‌ (ଏଲ୍‌ଓସି)ରେ ପାକିସ୍ତାନ ଏବଂ ଆକ୍ଚ୍ୟୁଆଲ ଲାଇନ୍‌ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଏସି)ରେ ଚାଇନା ସହ ମୁହଁାମୁହିଁ ପରିସ୍ଥିତି ଭାରତ ପାଇଁ ସତର୍କ...

ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ

ବାରଣାସୀ,୫।୧୦: ବିଭିନ୍ନ ଥିମ୍‌କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ...

ଭୂକମ୍ପରେ ଥରିଲା ଆଣ୍ଡାମାନ, କଟରା

ପୋର୍ଟବ୍ଲେୟାର/ଶ୍ରୀନଗର,୧୭।୭: ଦେଶର ଉତ୍ତର ଓ ଦକ୍ଷିଣ ଭାଗରେ ଶୁକ୍ରବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ ୧୦ଟା ୩୦ରେ ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍‌କା ଅନୁଭୂତ...

Advertisement
Archives

Model This Week