ବିଞ୍ଝାରପୁର ବ୍ଲକରେ ପୁଣି ୨କରୋନା ଆକ୍ରାନ୍ତ ଚିହ୍ନଟ

ବିଞ୍ଝାରପୁର,୧୨।୫(ଡି.ଏନ.ଏ)-ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ୧୦ଦିନ ବ୍ୟବଧାନ ପରେ ମଙ୍ଗଳବାର ପୁଣି ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯାଥାକ୍ରମେ ୫୪, ୩୨ ରହିଛି। ଉଭୟେ ନିକଟରେ କୋଲକୋତାରୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରେ ଭର୍ତ୍ତି ହୋଇଥିଲେ। ଉଭୟଙ୍କ ସ୍ବାବ୍‌ ପଜିଟିଭ ଆସିବା ପରେ ଡୁବୁରୀସ୍ଥିତ ଟାଟା କୋଭିଡ -୧୯ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?