ବିତ୍ତଶାଳୀ ଆମେରିକାରେ କରୋନା ତାଣ୍ଡବ: ଅନ୍ତିମ ସଂସ୍କାର ନ କରି ମୃତଦେହକୁ ରାସ୍ତାକଡ଼ରେ ଛାଡିଯାଉଛନ୍ତି ଲୋକେ; ଚିକିତ୍ସା ପାଇଁ ପାଖରେ ନାହିଁ ଅର୍ଥ

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ବିତ୍ତଶାଳୀ ଆମେରିକାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଲକ୍‌ ଡାଉନ୍‌ ଯୋଗୁ ଲୋକଙ୍କ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଖାଦ୍ୟ ସଂଗ୍ରହ ଲାଗି ଲୋକେ ଘଣ୍ଟା ଘଣ୍ଟା ଧାଡ଼ିବାନ୍ଧି ଫୁଡ୍‌ ବ୍ୟାଙ୍କ ସମ୍ମୁଖରେ ଛିଡ଼ାହୋଇ ରହୁଛନ୍ତି। ସେହିପରି ସରକାରୀ ହସ୍ପିଟାଲରେ ଶଯ୍ୟାର ଅଭାବ ଯୋଗୁ ବହୁ ସଂକ୍ରମିତ କାର୍‌, ଆମ୍ବୁଲାନ୍ସ୍‌, ଘରେ ଅବା ରାସ୍ତାକଡ଼ରେ ଏକୁଟିଆ କ୍ୱାରାଣ୍ଟାଇନ୍‌ରେ ରହିବାକୁ ବାଧ୍ୟ ହେଉଛନ୍ତି। ପାଖରେ ଅର୍ଥର ଅଭାବ ଯୋଗୁ ବହୁ ଲୋକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇପାରୁ ନାହାଁନ୍ତି। କ୍ୱାରାଣ୍ଟାଇନ୍‌ରେ ରହିଥିବା ସମୟରେ ଭୋକ ଉପାସ ଏବଂ ଆବଶ୍ୟକ ଔଷଧ ନ ମିଳୁ ଥିବାରୁ ବହୁ ଲୋକଙ୍କ ମୃତ୍ୟୁ ଘଟୁଛି। ସରକାରୀ ଯାଞ୍ଚ୍‌ ଟିମ୍‌ ସେମାନଙ୍କ ପାଖରେ ପହଞ୍ଚିବା ବେଳକୁ ମୃତଦେହଗୁଡ଼ିକ ପଚିସଢ଼ି ଯାଉଥିବା ମଧ୍ୟ କୁହାଯାଉଛି। ଲଗାତାର ମୃତକଙ୍କ ସଂଖ୍ୟା ବଢୁଥିବାରୁ କବରସ୍ତାନରେ ସ୍ଥାନର ଅଭାବ ଦେଖାଦେଇଛି। ଅର୍ଥ ଅଭାବରୁ ପରିବାର ସଦସ୍ୟ ନିଜ ପ୍ରିୟପରିଜନଙ୍କ ଅନ୍ତିମ ସଂସ୍କାର ନ କରି ପାରି ମୃତଦେହ ଗୁଡ଼ିକୁ ସରକାରୀ ଟିମ୍‌ ସାହାରାରେ ରାସ୍ତାକଡ଼ରେ ରଖି ଚାଲି ଯାଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri