ବିଦାୟ ବେଳେ ଅନ୍ତେବାସୀଙ୍କୁ ଗଛ ବାଣ୍ଟିଲେ ସରପଞ୍ଚ

ବନ୍ତ, ୮।୬(ଡି.ଏନ.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ସୋମବାର ୭୫ଜଣ ଅନ୍ତେବାସୀ ସଙ୍ଗରୋଧ ଅବଧି ପୂରଣ କରି ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୪୦ଜଣ ଅନ୍ତେବାସୀଙ୍କୁ ସରପଞ୍ଚ କିଶୋର କିଙ୍କର ପଢିଆରୀ ଗଛ ବାଣ୍ଟି ବିଦାୟ ଦେଇଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବା ଭିତରେ ସରପଞ୍ଚଙ୍କ ସହିତ ଅନ୍ତେବାସୀମାନଙ୍କର ଘନିଷ୍ଠ ସମ୍ପର୍କ ସୃଷ୍ଟି ହୋଇଥିଲା। ଅନ୍ତେବାସୀମାନେ ବିଦାୟ ନେବା ପୂର୍ବରୁ ସରପଞ୍ଚଙ୍କୁ କେକ୍‌ କାଟି ଖୁଆଇବା ସହିତ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିିତ କରିଥିଲେ ା

 


Enter your email to get our daily news in your inbox.

All Right Reserved By Dharitri.Com

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?