ବିଦେଶକୁ ଟଙ୍କା ପଠାଇଛନ୍ତି ଗୋୟଲ:ଇଡି

ନୂଆଦିଲ୍ଲୀ,୨୫-୮: ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲ ଟିକସ ଦେବାରୁ ରକ୍ଷା ପାଇବା ଲାଗି ଅନେକ ଯୋଜନା ପ୍ରସ୍ତୁତ କରିଥିଲେ। ଏହାରି ମାଧ୍ୟମରେ ସେ ଜାଲିଆତି କରି ବିଦେଶକୁ ଟଙ୍କା ପଠାଇବାରେ ସଫଳ ହୋଇଥିଲେ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶନିବାର କୁହାଯାଇଛି। ଗୋୟଲଙ୍କ ବାସଭବନ ଓ ଅନ୍ୟାନ୍ୟ ସ୍ଥାନରେ ଶୁକ୍ରବାର ଚଢ଼ାଉ ପରେ ଏ ସଂକ୍ରାନ୍ତରେ ଅନେକ ସନ୍ଦେହଜନକ ଦସ୍ତାବିଜ ତଥା ଡିଜିଟାଲ ପ୍ରମାଣ ମିଳିଛି। ଇଡି ପକ୍ଷରୁ କୁହାଯାଇଛି ଯେ, ଘରୋଇ ଓ ବିଦେଶୀ କମ୍ପାନୀ ଜରିଆରେ ଗୋୟଲ ଅନେକ ଯୋଜନା କରିଥିଲେ ଓ ଟିକସ ଦେବାରୁ ନିଜକୁ ରକ୍ଷା କରିପାରିଥିଲେ। ସେ ଅନେକ ବିଦେଶୀ କମ୍ପାନୀକୁ ପରୋକ୍ଷ ଭାବେ ନିୟନ୍ତ୍ରିତ କରୁଥିଲେ ବୋଲି ଇଡି ପକ୍ଷରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଦ୍ରାନୀତି କମିଟି ବୈଠକ ଆରମ୍ଭ

ମୁମ୍ବାଇ,୫-୨: ରିଜର୍ଭ ବ୍ୟାଙ୍କର ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରାନୀତି କମିଟି ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୬ ସଦସ୍ୟ ବିଶିଷ୍ଟ ଏହି କମିଟିର ବୈଠକ...

ପାର୍ବଣ ପାଇଁ ୩୯୨ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ: ପାର୍ବଣରେ ରେଲଓ୍ବେ ୩୯୨ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବ। ଅକ୍ଟୋବର ୨୦ରୁ ନଭେମ୍ବର ୩୦ ମଧ୍ୟରେ ଏହି ଟ୍ରେନ୍‌ଗୁଡିକ ଚଳାଚଳ କରିବ। ସ୍ପେଶାଲ ଟ୍ରେନରେ ଲାଗୁ...

ହ୍ବାଟ୍ସଆପ୍‌ ସହ ଯୋଡ଼ିହେବ ଜିଓମାର୍ଟ

ନୂଆଦିଲ୍ଲୀ: ଆଗାମୀ ୬ ମାସରେ ମୁକେଶ ଅମ୍ବାନୀ ତାଙ୍କ ଜିଓମାର୍ଟକୁ ହ୍ବାଟ୍ସଆପ୍‌ ସହ ଯୋଡ଼ିପାରନ୍ତି। ଏ ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ ପକ୍ଷରୁ ଯୋଜନା କରାଯାଉଛି।...

ସାମଗ୍ରୀ ମହଜୁଦ ରୋକିବା ଲାଗି କମ୍ପାନୀଙ୍କ ପଦକ୍ଷେପ

ଲକ୍‌ଡାଉନ ସମୟରେ ରିଟେଲ ଷ୍ଟୋରଗୁଡିକରୁ ନେଇ ଅନ୍‌ଲାଇନ ଆପ୍‌ଗୁଡିକରୁ ନିତ୍ୟବ୍ୟବହାର ହେଉଥିବା ସାମଗ୍ରୀ ବିକ୍ରିରେ ବୃଦ୍ଧି ଘଟିଛି। ଏହି ସମୟରେ ପ୍ୟାନିକ ବାଇଙ୍ଗ ବା ଡରରୁ...

ଏସ୍‌ଏଚ୍‌ଜି ମହିଳାଙ୍କୁ ଦକ୍ଷତା ତାଲିମ ଦେବ ଆର୍‌ସିପିଏସ୍‌ଡିସି

ଭୂବନେଶ୍ୱର ,୧୧।୧୨: ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ଜୋତା ଉପତ୍ାଦନ କ୍ଷେତ୍ରରେ ବଜାର କୈନ୍ଦ୍ରିକ ଦକ୍ଷତା ଏବଂ ଉଦ୍ୟୋଗ ପ୍ରୋତ୍ସାହନ ମାଧ୍ୟମରେ ଏସ୍‌ଏଚ୍‌ଜି ମହିଳା...

‘ଉତ୍କଳ ପ୍ରତିଭା ସମ୍ମାନ-୨୦୨୩’

ଭୁବନେଶ୍ୱର,୪।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଓଡିଏମ୍‌ ପବ୍ଲିକ ସ୍କୁଲ ପକ୍ଷରୁ ଓଡିଶା ଦିବସ ପାଳିତ ହୋଇଯାଇଛି। ଏପରିକି ସ୍ଥାନୀୟ ପଟିଆସ୍ଥିତ ସ୍କୁଲ ପରିସରରେ ଏକ...

ବିମାନ ଚଳାଚଳ କ୍ଷେତ୍ରର ୨୯ ଲକ୍ଷ ଚାକିରି ବିପଦରେ

ନୂଆଦିଲ୍ଲୀ,୨୫।୪: ଭାରତୀୟ ବିମାନ ଚଳାଚଳ କ୍ଷେତ୍ର ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ଗୁଡିକ କରୋନା ମହାମାରୀ ଯୋଗୁ ଏବେ ଚାପରେ ରହିଛନ୍ତି। ଏହି କ୍ଷେତ୍ରଗୁଡିକରେ ପ୍ରାୟ...

ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା;ଇ-ଯାନ ନୀତି ଲାଗୁ ନେଇ ସରକାରଙ୍କ ପଛଘୁଞ୍ଚା

ନୂଆଦିଲ୍ଲୀ,୨୧-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଛାଇ ଯାଇଥିବାରୁ ଦେଶର ଅର୍ଥନୀତି ଉପରେ ଏହାର ଗଭୀର ପ୍ରଭାବ ପଡିବା ଆରମ୍ଭ ହୋଇଛି। ଏହାକୁ ଦେଖି କେନ୍ଦ୍ର ସରକାର...

Advertisement
Archives

Model This Week