ବିଦେଶକୁ ଟଙ୍କା ପଠାଇଛନ୍ତି ଗୋୟଲ:ଇଡି

ନୂଆଦିଲ୍ଲୀ,୨୫-୮: ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲ ଟିକସ ଦେବାରୁ ରକ୍ଷା ପାଇବା ଲାଗି ଅନେକ ଯୋଜନା ପ୍ରସ୍ତୁତ କରିଥିଲେ। ଏହାରି ମାଧ୍ୟମରେ ସେ ଜାଲିଆତି କରି ବିଦେଶକୁ ଟଙ୍କା ପଠାଇବାରେ ସଫଳ ହୋଇଥିଲେ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶନିବାର କୁହାଯାଇଛି। ଗୋୟଲଙ୍କ ବାସଭବନ ଓ ଅନ୍ୟାନ୍ୟ ସ୍ଥାନରେ ଶୁକ୍ରବାର ଚଢ଼ାଉ ପରେ ଏ ସଂକ୍ରାନ୍ତରେ ଅନେକ ସନ୍ଦେହଜନକ ଦସ୍ତାବିଜ ତଥା ଡିଜିଟାଲ ପ୍ରମାଣ ମିଳିଛି। ଇଡି ପକ୍ଷରୁ କୁହାଯାଇଛି ଯେ, ଘରୋଇ ଓ ବିଦେଶୀ କମ୍ପାନୀ ଜରିଆରେ ଗୋୟଲ ଅନେକ ଯୋଜନା କରିଥିଲେ ଓ ଟିକସ ଦେବାରୁ ନିଜକୁ ରକ୍ଷା କରିପାରିଥିଲେ। ସେ ଅନେକ ବିଦେଶୀ କମ୍ପାନୀକୁ ପରୋକ୍ଷ ଭାବେ ନିୟନ୍ତ୍ରିତ କରୁଥିଲେ ବୋଲି ଇଡି ପକ୍ଷରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର ଭିତ୍ତିରେ ଆର୍ଥତ୍କ କାର୍ଯ୍ୟକଳାପ ଚାଲୁ ରଖିବାକୁ ପ୍ରସ୍ତାବ

ଭୁବନେଶ୍ୱର,୧୪।୪: କୋଭିଡ୍‌-୧୯ ମାମଲାଗୁଡିକୁ ବିଚାର କରି ସାରା ଦେଶକୁ ପ୍ରଥମେ ରେଡ୍‌, ଗ୍ରୀନ୍‌ ଭଳି ଅଞ୍ଚଳରେ ବିଭକ୍ତ କରିବାର ଆବଶ୍ୟକତା ରହିଛି। ଗ୍ରୀନ୍‌ ଅଞ୍ଚଳଗୁଡିକରେ ଆର୍ଥତ୍କ...

୧.୪୯ ଲକ୍ଷ କୋଟିର ଟିକସ ରିଫଣ୍ଡ

ଭୁବନେଶ୍ୱର,୩୦।୧୨: ଚଳିତ ଆର୍ଥିକ ବର୍ଷର ସୂଚନା ଅନୁସାରେ ଗୁରୁବାର ସୁଦ୍ଧା ୧.୪୫ କୋଟି ଟିକସଦାତାଙ୍କୁ ୧୪୯ ଲକ୍ଷ କୋଟି ଟଙ୍କାର ଟ୍ୟାକ୍ସ ସେଣ୍ଟ ଜାରି କରିଛନ୍ତି।...

କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କୁ ସହାୟତା

ଭୁବନେଶ୍ୱର,୧-୭: କ୍ରେଡାଇ ଓଡ଼ିଶା ପକ୍ଷରୁ ବାତ୍ୟା ପ୍ରଭାବିତଙ୍କ ପୁନର୍ବାସ ଲାଗି ଗୃହ ନିର୍ମାଣ ସାମଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଉତ୍ତର ବିଧାୟକ ଶୁଶାନ୍ତ ରାଉତଙ୍କ ଉପସ୍ଥିତିରେ...

ପ୍ରିଭେସି ଅପ୍‌ଡେଟ୍‌ ପ୍ରତ୍ୟାହାର ଲାଗି ହ୍ବାଟ୍ସଆପ୍‌କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ପଲିସି ପରିବର୍ତ୍ତନକୁ ନେଇ ଗତ କିଛିଦିନ ହେବ ୟୁଜରଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଥିବା ବେଳେ ମଙ୍ଗଳବାର ଏହି ଘଟଣାରେ...

୨ ବର୍ଷ ବଢିଲା ଅମିତାଭ କାନ୍ତଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୭-୬: ନୀତି ଆୟୋଗ ସିଇଓ ଭାବେ କାର୍ଯ୍ୟ କରୁଥିବା ଅମିତାଭ କାନ୍ତଙ୍କ କାର୍ଯ୍ୟକାଳକୁ ସରକାର ଆଉ ୨ ବର୍ଷ ବୃଦ୍ଧି କରିଛନ୍ତି। ୨୦୨୧ ଜୁନ ୩୦...

ଏୟାର ଏସିଆର ଟ୍ରାଭେଲ ଫେୟାର ଆଜିଠାରୁ

ଭୁବନେଶ୍ୱର,୨-୮-ପର୍ଯ୍ୟଟନ ବିକାଶ ଲାଗି ଏୟାର ଏସିଆ ପକ୍ଷରୁ ଏକ ଟ୍ରାଭେଲ ଫେୟାର ଶୁକ୍ରବାରଠାରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି। ଏହା ତିନିଦିନ ବ୍ୟାପି ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ...

ୟୁନିୟନ ବ୍ୟାଙ୍କ ଅଧିକାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୮-୮: ଅଲ୍‌ ଇଣ୍ଡିଆ ୟୁନିୟନ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ଏଆଇୟୁବିଓଏଫ୍‌) ପକ୍ଷରୁ ଫନୀ ପ୍ରଭାବିତଙ୍କ ଲାଗି ୩.୬ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି।...

ଆଦାନୀର ଓପିଜିସି ଅଂଶଧନ ଅଧିଗ୍ରହଣକୁ ମଞ୍ଜୁରୀ

ଭୁବନେଶ୍ୱର,୩୧।୭-ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ ଲିମିଟେଡ୍‌ (ଓପିଜିସି)ର ୪୯% ଇକ୍ୱିଟି ଶେୟାର ଅଧିଗ୍ରହଣକୁ କମ୍ପିଟିସନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ)ଗୁରୁବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦାନୀ ପାଓ୍ବାର...

Advertisement
Archives

Model This Week