ବିଦେଶରୁ ଫେରିବେ ଓଡ଼ିଆ: ଜାରି ହେଲା ନୂଆ ଗାଇଡ୍‌ଲାଇନ୍‌; ରେଜିଷ୍ଟ୍ରେଶନ୍‌ ସହ ଟେଷ୍ଟିଂ ବାଧ୍ୟତାମୂଳକ

ଭୁବନେଶ୍ୱର,୫।୫(ବ୍ୟୁରୋ): ଆଗାମୀ ଦିନରେ ବିଦେଶରୁ ବହୁ ଓଡ଼ିଆ ଫେରିବାର ସମ୍ଭାବନା ରହିଛି। ଏହାକୁ ନେଇ ନୂଆ ଗାଇଡ୍‌ଲାଇନ୍‌ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ଆସିବା ପୂର୍ବରୁ ସେମାନଙ୍କ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ। ଏଥିସହ ଟେଷ୍ଟିଂ ଓ ସଂଗରୋଧ ବାଧ୍ୟତାମୂଳକ ବୋଲି ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri