ବିଦେଶରୁ ସର୍ବାଧିକ ଆସିଛନ୍ତି ଖଲ୍ଲିକୋଟକୁ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବିଦେଶ ଓ ବାହାର ରାଜ୍ୟରୁ ୨୫ ହଜାର ୫୮୦ ଜଣ ଫେରିଛନ୍ତି। ସେଥିମଧ୍ୟରେ ବାହାର ରାଜ୍ୟରୁ ୨୪ ହଜାର ୮୫୦ ଜଣ ଓ ବିଦେଶରୁ ୭୩୦ ଜଣ ରହିଛନ୍ତି। ଅପରପକ୍ଷରେ ବିଦେଶରୁ ଗଞ୍ଜାମ ଜିଲାରେ ଖଲ୍ଲିକୋଟ ବ୍ଲକ ଓ ଏନ୍‌ଏସିକୁ ସର୍ବାଧିକ ୧୪୦ ଜଣ ଆସିଛନ୍ତି। ବ୍ରହ୍ମପୁର ମହାନଗର ନିଗମକୁ ୯୮ ଜଣ ବିଦେଶରୁ ଆସିଥିବାବେଳେ ଚିକିଟି ବ୍ଲକକୁ ୯୯ ଜଣ, ରଙ୍ଗେଇଲୁଣ୍ଡା ବ୍ଲକକୁ ୮୨ ଜଣ, ପାତ୍ରପୁର ବ୍ଲକ ୭୯ ଜଣ ଆସିଛନ୍ତି। ମାତ୍ର ଉଭୟ ରାଜ୍ୟ ବାହାରୁ ଓ ବିଦେଶରୁ ସର୍ବାଧିକ ପୋଲସରାକୁ ୧୮୨୦ ଜଣ ଆସିଛନ୍ତି। ସେହିପରି ହିଞ୍ଜିଳିକୁ ୧୭୯୨ ଜଣ, କବିସୂର୍ଯ୍ୟନଗରକୁ ୧୭୦୧ ଜଣ, ଧରାକୋଟକୁ ୧୪୮୦ ଜଣ ଓ ରଙ୍ଗେଇଲୁଣ୍ଡାକୁ ୧୪୫୨ ଜଣ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri