ବିଦେଶୀ ପକ୍ଷୀଙ୍କ ଆଗମନ

ଭୁବନେଶ୍ୱର,୧୪ା୧୧: ଶୀତର ଆଗମନରେ ଗଞ୍ଜାମ ତଟବର୍ତ୍ତୀ ଅଞ୍ଚଳରେ ବିଭିନ୍ନ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ଛତ୍ରପୁର ତହସିଲ ଅନ୍ତର୍ଗତ ପାଇକପଡା ଅଞ୍ଚଳରେ ବିରଳ ଗ୍ଲୋସୀ ଆଇବିସ ଦେଖାଯାଉଛନ୍ତି। ସେମାନଙ୍କ ଦଳରେ ପଚାଶରୁ ଉର୍ଦ୍ଧ ପକ୍ଷୀ ରହିଛନ୍ତି l ଚାଷ କ୍ଷେତ ଓ ପୁଷ୍କରିଣୀ ନିକଟରେ ଦଳ ଦଳ ହୋଇ ଖାଦ୍ୟ ଅନ୍ବେଷଣ କରୁଛନ୍ତି। ଖାଦ୍ୟ ଅନ୍ବେଷଣ ସୁଦୂର ମଧ୍ୟ ଆମେରିକା, ଦକ୍ଷିଣ ଆମେରିକା,ଆଫ୍ରିକା,ଅଷ୍ଟ୍ରେଲିଆରୁ ଏହି ପ୍ରଜାତିର ପକ୍ଷୀ ଆସିଥିବା ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ର ପ୍ରକାଶ କରିଛନ୍ତି l ଭାରତର ପ୍ରଖ୍ୟାତ ପକ୍ଷୀ ବିଶେଷଜ୍ଞ ଡ଼.ସଲିମ ଅଲ୍ଲୀଙ୍କ ଜନ୍ମଦିନରେ ବିଭିନ୍ନ ସ୍ଥାନରେ ପକ୍ଷୀ ଚିହ୍ନଟ ପାଇଁ ପକ୍ଷୀପ୍ରେମୀ ସାଗର କୁମାର ପାତ୍ର ଓ ବିଜେନ୍ଦ୍ର ମାଝୀ ଅନେୱଷଣରେ ଥିବା ବେଳେ ଏହି ବିରଳ ଗ୍ଲୋସୀ ଆଇବିସ ଦଳକୁ ଦେଖିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri