ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ ଦୋକାନ ବନ୍ଦ ରହିଛି। ହେଲେ ରବିବାର ସକାଳେ ବୈଦ୍ୟନାଥପୁର ପୋଲିସ ଖୋଡଡାସିଂ ନିକଟସ୍ଥ ଏକ ଫାଇନାନ୍ସ ସଂସ୍ଥା ପାଖ ଏସି ରୁମରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଥିବା ଥାନାଧିକାରୀ ସାରଦା ପ୍ରସନ୍ନ ଦାସ ସୂଚନା ଦେଇଛନ୍ତି। ଜଣେ ଚାଲାଣକାରୀଙ୍କୁ ମଧ୍ୟ ଗିରଫ କରାଯାଇଛି ବୋଲି ସେ କହିଛନ୍ତି। ଘଟଣାସ୍ଥଳରୁ ପୋଲିସ ୬୦୮ ବୋତଲ ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ଜବତ କରିଛି। ଜବତ ମଦ ୧୨୩ ଲିଟର ବୋଲି ସେ କହିଛନ୍ତି। ଅଭିଯୁକ୍ତ ଜଣଙ୍କ ହିଞ୍ଜଳିକାଟୁ ଅଞ୍ଚଳର ବାବୁରାମ ବେହେରା। ନଂ. ୯୭/୨୦ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍‌ଘାଟନ ପୂର୍ବରୁ ଭାଙ୍ଗିଦେଲେ ଫଳକ

ଧାମନଗର, ୩୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକରେ ନୂତନ ଭାବେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଶୁକ୍ରବାର ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ଗୁରୁବାର...

ମିଥ୍ୟା ସତ୍ୟପାଠ ଅଭିଯୋଗ ଆଣିଲା ଏଏପି

ସୁନାବେଡା,୧୯ା୪(ସ୍ବ.ପ୍ର.): ଇତିମଧ୍ୟରେ ସୁନାବେଡା ପୌର ପରିଷଦ ନିର୍ବାଚନ ଶେଷ ହୋଇଛି। କାଉନସିଲରମାନେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ ମାସେ ନ ପୂରୁଣୁ ଜଣେ କାଉନସିଲର ନିର୍ବାଚନ...

ପାଣିଘେରରେ ବିଦ୍ୟାଳୟ

ରଣପୁର,୨୬।୧୦(ସ୍ବ.ପ୍ର.): ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ୩ଦିନ ଧରି ଲାଗି ରହିଥିବା ବର୍ଷାରେ ବହୁ ଘରର କାନ୍ଥ ଭାଙ୍ଗିପଡିଛି। ଏକର ଏକର ଜମିର ଧାନ...

ତଳଗାଁ ଛାତ୍ରୀ ନିବାସରେ ଗୁଣିଗାରେଡି ଭୟ: ହଷ୍ଟେଲ ଛାଡିଲେ ୨୫ ଛାତ୍ରୀ

ତଳଗାଁ, ୧୯।୭(ଡି.ଏନ.ଏ)-ଗୁଣିଗାରେଡି ଭୟରେ ବୌଦ୍ଧ ଜିଲା ଆଦିବାସୀ ଅଧ୍ୟୁଷିତ ହରଭଙ୍ଗା ବ୍ଲକର ତଳଗାଁ ଛାତ୍ରୀ ନିବାସରେ ବୁଧବାର ରାତି ଓ ଗୁରୁବାର ସକାଳେ ୨୫ ଜଣ...

ପ୍ରଦୀପଙ୍କ ଠକେଇ ଓ ଜନ ବିରୋଧୀ କାର୍ଯ୍ୟକୁ ନିନ୍ଦା କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୭।୧୨(ଡି.ଏନ୍‌.ଏ.): ଟାଟାରେ ଚାକିରୀ ଦେବାକୁ କହି ଲାକ୍ଷଧିକ ଟଙ୍କା ଠକେଇ ଅଭିଯୋଗରେ ଭିଜିଲାନ୍ସ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି l ପୂର୍ବରୁ...

ପରାଜୟକୁ ସହଜରେ ଗ୍ରହଣ କରିପାରୁନି ଭାଜପା

ଭଞ୍ଜନଗର,୨୬।୫(ଡି.ଏନ.ଏ.)-ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ଭାଜପା ଜିତିବ ବୋଲି ଦଳର ଅଧିକାଂଶ ନେତା ଓ କର୍ମୀ ନିଶ୍ଚିତ ଥିଲେ। ଏନେଇ ଦଳୀୟ ନେତା ଓ କର୍ମୀମାନେ ମତଦାନ ପରଠୁ...

ବଜ୍ରପାତରେ ଚାଲିଗଲା ୨ ମହିଳାଙ୍କ ଜୀବନ

ଭାପୁର/ବନ୍ତଳା,୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ବାଲିଅମ୍ବା ପଞ୍ଚାୟତ ରାଇଡିହି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ନିର୍ମଳା ସାହୁଙ୍କ ମୃତ୍ୟୁ ହୋଇଛି। ନିର୍ମଳା ଘର ନିକଟ...

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଗ୍ରହଣ: ଫଳାଫଳ ଘୋଷଣା ଉପରେ ରହିତାଦେଶ

କର୍ଲାମୁଣ୍ଡା, ୧ା୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ପୂର୍ବ...

Advertisement
Archives

Model This Week