ବିଦେଶୀ ମିଡିଆକୁ ଏଲ୍‌ଓସି ବୁଲାଇଲା ପାକ୍‌

ଇସ୍‌ଲାବାବାଦ,୩୦-୮ (ଆଇଏଏନ୍‌ଏସ୍‌):କଶ୍ମୀର ପ୍ରସଙ୍ଗରେ ବିଶ୍ୱବ୍ୟାପୀ ଡିଣ୍ଡିମ ପିଟି ଅନ୍ତର୍ଜାତୀୟ ସମୁଦାୟର ଦୃଷ୍ଟି ଆକର୍ଷଣ କରୁଥିବା ପାକିସ୍ତାନ ଗୁରୁବାର ବିଦେଶୀ ମିଡିଆକୁ ନିୟନ୍ତ୍ରଣରେଖା (ଏଲ୍‌ଓସି) ବୁଲାଇଛି। ଏହାସହ ଭାରତ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରାଯାଉଥିବା ସେମାନଙ୍କ ନିକଟରେ ଅଭିଯୋଗ କରିଛି। କେତେକ ଅନ୍ତର୍ଜାତୀୟ ଗଣମାଧ୍ୟମ ପ୍ରତିନିଧି ପିଓକେ ସଂଲଗ୍ନ ଏଲ୍‌ଓସି ପରିଦର୍ଶନ କରି ସ୍ଥାନୀୟ ଲୋକଙ୍କଠାରୁ ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ପାକିସ୍ତାନର ଇଣ୍ଟର ସର୍ଭିସେସ୍‌ ପବ୍ଲିକ୍‌ ରିଲେଶନ୍ସ ମହାନିର୍ଦ୍ଦେଶକ ଆସିଫ୍‌ ଗଫୁର ଏସମ୍ପର୍କିତ ଭିଡିଓ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଏଫ୍‌-୧୬ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

କାଲିଫର୍ନିଆ,୧୭।୫: ଆମେରିକା ବାୟୁସେନାର ଏଫ୍‌-୧୬ ଯୁଦ୍ଧ ବିମାନ ଏକ ବ୍ୟବସାୟ ପ୍ରତିଷ୍ଠାନ ଉପରେ ପଡିଯିବା ଫଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣା ପୂର୍ବରୁ ପାଇଲଟ ସୁରକ୍ଷିତ...

ତାଲିବାନର ନୂଆ ରଣନୀତି, କାବୁଲ ସହିତ ଯୋଗାଯୋଗ ବିଚ୍ଛିନ୍ନ ଯୋଜନା…

କାବୁଲ,୧୮।୭: ଆଫଗାନିସ୍ତାନରେ ବିଭିନ୍ନ ଅଞ୍ଚଳରେ ଧୀରେଧୀରେ ଆତଙ୍କବାଦୀ ସଂଗଠନ ତାଲିବାନ ସକ୍ରିୟ ହେବାରେ ଲାଗିଛି। ଦେଶର ସୀମାକୁ ତାଲିବାନ ଜବର ଦଖଲ କରିବାରେ ଲାଗିଛି। ରାଜଧାନୀ...

ନୂଆବର୍ଷରେ ଭାରତରେ ଜନ୍ମ ନେଇଛନ୍ତି ସର୍ବାଧିକ ଶିଶୁ

ନ୍ୟୁୟର୍କ,୩।୧: ଗୋଟିଏ ପଟେ ଜନସଂଖ୍ୟା ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ ଦିଆଯାଉଥିବା ବେଳେ ଅନ୍ୟପଟେ ନୂଆବର୍ଷ ଅବସରରେ ସମଗ୍ର ବିଶ୍ୱରେ ସର୍ବାଧିକ ସଂଖ୍ୟକ ଶିଶୁ କେବଳ ଭାରତରେ...

ଏଲ୍‌ଏସିରେ ଫାଇବର ତାର ବିଛାଇଛି ଚାଇନା, ପେଣ୍ଟାଗନ୍‌ ରିପୋର୍ଟ…

ଓ୍ବାଶିଂଟନ,୪।୧୧: ଭାରତ ବିରୋଧରେ ଚାଇନା ଷଡଯନ୍ତ୍ର ଜାରି ରଖିଛି। ଗତ ବର୍ଷ ଉଭୟ ଦେଶ ମଧ୍ୟରେ ସୀମା ବିବାଦ ଯୋଗୁ ସଙ୍କଟ ଦେଖାଦେଇଥିଲା। ତେବେ ଏବେ...

ଜାତିସଂଘରେ ନିଜର ସଫଳ ଭାଷଣ ପାଇଁ ସ୍ତ୍ରୀଙ୍କୁ ଶ୍ରେୟ ଦେଲେ ଇମ୍ରାନ

ଇସଲାମାବାଦ,୩୦।୯: ୟୁଏନଜିଏରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଶ୍ମୀର ସମ୍ପର୍କରେ ପଦୁଟିଏ କହି ନ ଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଅନ୍ତର୍ଜାତୀୟ ସମୁଦାୟ ଆଗରେ...

ଆସ୍ଥା ଭୋଟ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ, ୧୧।୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ସୋମବାର ପ୍ରତିନିଧି ସଭାରେ ଆସ୍ଥାଭୋଟ ହାରିଯାଇଛନ୍ତି। ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ଙ୍କ ନେତୃତ୍ୱାଧୀନ ସିଏନ୍‌ପି (ମାଓଇଷ୍ଟ ସେଣ୍ଟର)...

ଜଣାପଡ଼ିଲା ସତକଥା: ୪ ବର୍ଷ ତଳେ ଚାଇନାରେ ହୋଇଥିଲା କରୋନା ସଂକ୍ରମଣ…

ବେଜିଂ,୧୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଥିଲେ ମଧ୍ୟ ଏବେ...

ଦୁର୍ଘଟଣାଗ୍ରସ୍ତ କାର୍‌ରେ ୬ଦିନ ପର୍ଯ୍ୟନ୍ତ ବର୍ଷା ପାଣି ପିଇ ବଞ୍ଚିଥିଲେ ମହିଳା

ବ୍ରୁସସେଲସ୍‌,୩।୮: କଥାରେ ଅଛି ରଖିଲେ ହରି ମାରିବ କିଏ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବେଲଜିୟମ୍‌ର ଲିଜ୍‌ ନାମକ ଏକ ଅଞ୍ଚଳରେ। ଦୁର୍ଘଟଣାରେ...

Advertisement


Archives

Model This Week