ବିଦେଶୀ ମୁଦ୍ରା ଭଣ୍ଡାରରେ ସର୍ବକାଳୀନ ରେକର୍ଡ

ମୁମ୍ବାଇ,୧୭ -୮: ଦେଶର ବିଦେଶୀ ମୁଦ୍ରା ଭଣ୍ଡାର ଅଗଷ୍ଟ ୯ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ୧.୬୨୦ ବିଲିୟନ ଡଲାର ବୃଦ୍ଧି ପାଇ ୪୩୦.୫୭୨ ବିଲିୟନ ଡଲାର ହୋଇଛି, ଯାହା କି ସର୍ବକାଳୀନ ରେକର୍ଡ ସ୍ତର ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଶୁକ୍ରବାର ପ୍ରକାଶ କରାଯାଇଛି। ଏଥିପର୍ବରୁ ଅଗଷ୍ଟ ୨ରେ ଶେଷ ହୋଇଥିବା ସପ୍ତାହରେ ବିଦେଶୀ ମୁଦ୍ରା ଭଣ୍ଡାର୬୯.୭୨ କୋଟି ଡଲାର ହ୍ରାସ ପାଇ ୪୨୮.୯୫୨ ବିଲିୟନ ଡଲାର ରହିଥିଲା। ଆଲୋଚ୍ୟ ସପ୍ତାହରେ ବିଦେଶୀ ମୁଦ୍ରା ସମ୍ପତ୍ତି ୧୫.୨ ମିଲିୟନ ଡଲାର ବୃଦ୍ଧି ପାଇ ୩୯୮.୭୩୯ ବିଲିଞନ ଡଲାର ହୋଇଥିଲା। ଆଲୋଚ୍ୟ ସମୟରେ ଦେଶର ସୁନା ଭଣ୍ଡାର ୧.୫୯୧ ବିଲିୟନ ଡଲାର ବଢ଼ି ୨୬.୭୫୪ ବିଲିୟନ ଡଲାର ହୋଇଛି ବୋଲି ଆର୍‌ବିଆଇ ପକ୍ଷରୁ ଜାରି ତଥ୍ୟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri