ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର,ଅଭିଭାବକ

ଭେଡ଼େନ,୨୫।୧୦(ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ବଡ଼ପିପିଲିପାଲି ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଶୁକ୍ରବାର ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନ ଥିବା, ବିଜ୍ଞାନ ଆଦି ପାଠ ଠିକ୍‌ ଭାବେ ପଢ଼ା ହେଉ ନ ଥିବା ତଥା ଅନ୍ୟ ଶିକ୍ଷକ ମାନେ ପାଠପଢ଼ାରେ ଅବହେଳା କରୁଥିବା ପ୍ରତିବାଦରେ ଏହି ଧାରଣା ଦିଆଯାଇଛି। ଖବରପାଇ ବ୍ଲକ ଏବିିଇଓ ଅଭିମନ୍ୟୁ ଭୋଇ, ସିଆରସିସି ପଞ୍ଚାନନ ଭୁଏ, ଅନ୍ତର୍ଯ୍ୟାମୀ ଦୋରା ପ୍ରମୁଖ ଘଟଣାସ୍ଥଳକୁ ଯାଇ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା

ଜୁନାଗଡ଼,୨୭।୯(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍‌ ଚ୍ୟାନେଲକୁ...

ବଦଳିବ ଆଦ୍ୟ ଶ୍ରୀକ୍ଷେତ୍ରର ରୂପ, ନୟାଗଡ଼ ଜିଲାରେ ଖୁସିର ପରିବେଶ

ନୟାଗଡ଼ ଅଫିସ/କଣ୍ଟିଲୋ,(ସ୍ବ.ପ୍ର.)୨୮।୪: ସମନ୍ବିତ, ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଆଦ୍ୟ ଶ୍ରୀକ୍ଷେତ୍ର କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟି ଟଙ୍କା ରାଜ୍ୟ ସରକାର...

ସୁଷମାଙ୍କ ହ୍ୟାଟ୍ରିକ, ସଂଘର୍ଷରେ ମାନସ ବିଜୟୀ

ଖଇରା, ୨।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକର ୬ନଂ. ଗର୍ସଙ୍ଗ ଜୋନ ଓ ୫ନଂ. ତୁଡିଗଡିଆ ଜିଲାପରିଷଦ ଜୋନ ବିଜେଡି ସପକ୍ଷରେ ଯାଇଛି ା ୬ନଂ....

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ରାୟଗଡା ଅଫିସ,୧୨।୨: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ହାଲୁଆ ପଞ୍ଚାୟତର କାତିଙ୍ଗିଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ...

ପୋଲିସ ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ୫୦ ଏକର ଗଞ୍ଜେଇ ଚାଷ ନଷ୍ଟ

ବାଲିଗୁଡା,୨୦।୨(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ପକ୍ଷରୁ ବାଲିଗୁଡା ବ୍ଲକ କୁଟିକିଆ ପଞ୍ଚାୟତର ସାଉଟିକିଆ ଅଞ୍ଚଳରୁ ଗଞ୍ଜେଇ ଚାଷ ନଷ୍ଟ କରିଥିବା ସୂଚନା ମିଳିଛି। ସୂଚନାନୁସାରେ,...

ମରଣଯନ୍ତା ପାଲଟିଛି ରାସ୍ତା, ପ୍ରତିଦିନ ଘଟୁଛି ଦୁର୍ଘଟଣା

କର୍ଲାମୁଣ୍ଡା,୨୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ପଲମ ଛକଠାରୁ ବେଲଖଣ୍ଡି ପର୍ଯ୍ୟନ୍ତ ପ୍ରଶସ୍ତୀକରଣ ପାଇଁ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ଉକ୍ତ ରାସ୍ତା...

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍‌ବସ୍‌ କଲା ପୋଲିସ

ବିନିକା,୨୯ା୩(ଡି.ଏନ୍‌.ଏ.) ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ...

ଏଏସ୍‌ଆଇ କାର୍ଯ୍ୟ ନେଇ ସେବାୟତ ଖପ୍ପା

ପୁରୀ ଅଫିସ,୩୦।୧୦: ଗତ କିଛିଦିନ ତଳେ ଶ୍ରୀମନ୍ଦିର ଭିତରୁ ପଥର ଖସିଥିଲା। ଏହି ଘଟଣା ବିଷୟରେ ସେବାୟତମାନେ ଏଏସ୍‌ଆଇକୁ ଜଣାଇଥିଲେ। ହେଲେ ଏଏସ୍‌ଆଇ ପକ୍ଷରୁ କୌଣସି ଅନୁଧ୍ୟାନ...

Advertisement
Archives

Model This Week