ବିଦ୍ୟାଳୟ ସମ୍ମୁଖରୁ ଛାତ୍ର ଅପହରଣ ଘଟଣା: ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

ବାହାନଗା, ୨୩।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଶଙ୍କରପଦା ଗ୍ରାମର ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ଗତ ସୋମବାର ଅପରାହ୍ନ ୪ଟାରେ ସ୍କୁଲ ଛୁଟି ହେବାପରେ ଜଣେ ଦ୍ବିତୀୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ କରି ନିଆଯାଇଥିଲା। ଏହି ଘଟଣାକୁ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଧାରଣାରେ ବସିଥିଲେ। ତେବେ ଧାରଣା ସ୍ଥଳରେ ପ୍ରଧାନ ଶିକ୍ଷୟିତ୍ରୀ, ସିଆରସିସି, ଏବିଇଓ ପହଞ୍ଚି ବୁଝାଶୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀରେ ବୁଡ଼ି ୨ ନାବାଳକ ମୃତ

ଆନନ୍ଦପୁର, ୯।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମ ନିକଟ ବୈତରଣୀ ନଦୀ ଘାଟରେ ବୁଡ଼ି ୨ ନାବାଳକଙ୍କର ମୃତ୍ୟୁ ଘଟିଛି। ସେମାନେ...

କୋଭିଡ୍‌ ହସ୍‌ପିଟାଲ ନର୍ସଙ୍କ ସ୍ବାବ ପରୀକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୫-ବାଲେଶ୍ୱର ଜିଲା କୁରୁଡ଼ାସ୍ଥିତ କୋଭିଡ୍‌-୧୯ ହସ୍‌ପିଟାଲରେ କାର୍ଯ୍ୟରତ ନର୍ସମାନଙ୍କର ସ୍ବାବ ପରୀକ୍ଷା ନିମନ୍ତେ ଦାବି କରାଯାଇଛି। ଶୁକ୍ରବାର ହସ୍‌ପିଟାଲ ସମ୍ମୁଖରେ ନର୍ସମାନେ ୨ଘଣ୍ଟା...

ନୀଳଗିରି ଆଇଆଇସି, ଆଇଓଙ୍କ ବଦଳି

ସଜନାଗଡ଼,୯।୪(ଡି.ଏନ.ଏ.): ସାମାନ୍ୟ ଘଟଣାକୁ କେନ୍ଦ୍ର କରି ନୀଳଗିରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ଜଣେ ଖବରଦାତାଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ ଭଳି ବେଡ଼ି ପକାଇବା...

୯ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ସଂଗ୍ରହ

ସୋର, ୧୧ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟ ତଥା ବିଦେଶରୁ ବାଲେଶ୍ୱର ଜିଲା ସୋର ଅଞ୍ଚଳକୁ ଫେରିଥିବା ୩୭ ଜଣ କ୍ୱାରାଣ୍ଟାଇନରେ ରହୁଛନ୍ତି।...

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର...

ପୋଲିସ ଉପସ୍ଥିତିରେ ଟଳିଲା ବ୍ଲକ, ବ୍ୟାଙ୍କ ବିବାଦ

ଖଇରା, ୨୮।୬(ଡି.ଏନ.ଏ.)-ଖଇରା ବ୍ଲକର କେତେକ କର୍ମଚାରୀ ଓ ଖଇରା ଷ୍ଟେଟ ବ୍ୟାଙ୍କ ଶାଖାର ପରିଚାଳକ ବିଷ୍ଣୁ ମୋହନ ମହାପାତ୍ରଙ୍କ ମଧ୍ୟରେ ବୁଧବାର ହୋଇଥିବା ଗଣ୍ଡଗୋଳ ପୋଲିସ...

ବରଫକଳରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍‌

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍‌ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍‌ ଲିକ୍‌...

ସୁଷମାଙ୍କ ହ୍ୟାଟ୍ରିକ, ସଂଘର୍ଷରେ ମାନସ ବିଜୟୀ

ଖଇରା, ୨।୩(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକର ୬ନଂ. ଗର୍ସଙ୍ଗ ଜୋନ ଓ ୫ନଂ. ତୁଡିଗଡିଆ ଜିଲାପରିଷଦ ଜୋନ ବିଜେଡି ସପକ୍ଷରେ ଯାଇଛି ା ୬ନଂ....

Advertisement
Archives

Model This Week