ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭଦ୍ରକ ଅଫିସ,୧ା୬: ସୋମବାର ସକାଳୁ ବିଦ୍ୟୁତ୍‌ ଆଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କୁରଣ୍ଡ ଗ୍ରାମର ଗୌରାଙ୍ଗ ମୁଦୁଲି ବୋଲି ଜଣାପଡ଼ିଛି। ସେ ସକାଳୁ ଏକ ବିଦ୍ୟୁତ୍‌ ତାରରେ ଲାଗିଯାଇଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପବ୍ଲିକ ସ୍କୁଲରେ ତାଲା

କଟକ ଅଫିସ,୩।୧୨:ଏସ୍‌ସିବି ସମ୍ପ୍ରସାରଣ ପ୍ରକଳ୍ପ ଲାଗି ଏସ୍‌ସିବି ପବ୍ଲିକ ସ୍କୁଲ ବନ୍ଦ ହେବ। ଏହି ସ୍କୁଲରେ ପଢୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଡିଏଭି ସ୍କୁଲକୁ ସ୍ଥାନାନ୍ତର କରାଯିବ।...

ଆଉଜଣେ କୋଭିଡ୍‌ ଯୋଦ୍ଧାଙ୍କ ପରଲୋକ

ପାଟଣା,୧୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ବର୍ଷୀୟାନ ସଂଗଠକ ତଥା ଖବରଦାତା ଧୀରେନ କୁମାର ରାଉତଙ୍କର ରବିବାର ସକାଳେ ୬୨ ବର୍ଷ ବୟସରେ ପରଲୋକ ଘଟିଛି। କଟକ ସ୍ଥିତ...

ପିପିଲି ଉପନିର୍ବାଚନ ଦାୟିତ୍ୱରେ ବିଜେଡିର ଏହି ୪ ବରିଷ୍ଠ ନେତା

ପୁରୀ ଅଫିସ,୩୧।୩: ପିପିଲି ଉପନିର୍ବାଚନ ପାଇଁ ରଣନୀତି ଆରମ୍ଭ ହୋଇଛି। ବିଜେଡି ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଦେବୀ ପ୍ରସାଦ...

ଶହଶହ ହେକ୍ଟର ଚାଷଜମିରେ ମାଡ଼ିଗଲା ଲୁଣାଜୁଆର : ପଥରବନ୍ଧ ନିର୍ମାଣ ଦାବି

କାକଟପୁର,୩୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଉଦୟକଣିଠାରେ ଅଶାନ୍ତ ସମୁଦ୍ର ବୁଧବାର ରାତିରେ କୂଳଲଙ୍ଘି ସ୍ଥଳଭାଗକୁ ମାଡ଼ିଆସିଥିଲା। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ,...

ତିହିଡ଼ି: ହରିବୋଲରୁ ଶ୍ରୀଗୁଣ୍ଡିଚାରେ ତିନିଠାକୁର

ତିହିଡ଼ି, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ସଦର ବ୍ଲକ କେଶପୁରସ୍ଥିତ ହରିବୋଲ କ୍ଷେତ୍ରରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶତାଧିକ ଶ୍ରଦ୍ଧାଳୁଙ୍କ ଶଙ୍ଖ,...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ପୁଣି ଆରମ୍ଭ

ପୁରୀ ଅଫିସ,୮।୮: କରୋନା କଟକଣା ଯୋଗୁ ବନ୍ଦ ରହିଥିବା ଶ୍ରୀମନ୍ଦିର ଐତିହ କରିଡ଼ର କାର୍ଯ୍ୟ ଶନିବାର ପୁଣି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁଃପାର୍ଶ୍ୱ...

କାଟୁ କରୁନି ସରକାରୀ କଟକଣା ପଲିଥିନ୍‌ ବିଷବଳୟରେ ପଦ୍ମପୁର ସହର

ପଦ୍ମପୁର, ୨୮।୫ (ଡି.ଏନ୍‌.ଏ.)ପଲିଥିନ୍‌ର ବିଷବଳୟ ମଧ୍ୟରେ ପଦ୍ମପୁର ସହର। କାଟୁ କରୁନି ସରକାରଙ୍କ କଟକଣା। ପ୍ରଦୁଷିତ ହେଉଛି ପରିବେଶ। ଛୋଟ ଚା’ ଦୋକାନଠାରୁ ଆରମ୍ଭ କରି...

କରୋନା ମୁକାବିଲା ପାଇଁ ୫୨ କ୍ଲଷ୍ଟର ସଙ୍ଗରୋଧ କେନ୍ଦ୍ର

ଢେଙ୍କାନାଳ ଅଫିସ, ୨୫।୭ – ଢେଙ୍କାନାଳ ଜିଲାରେ କରୋନା ମୁକାବିଲା ସକରାତ୍ମକ ରହିଛି। ପ୍ରତିଟି ଜୀବନ ମୂଲ୍ୟବାନ ହୋଇଥିବାରୁ କୌଣସି କ୍ଷେତ୍ରରେ ଅବହେଳା କରାଯାଉନାହିଁ। ସିଂହଭାଗ...

Advertisement
Archives

Model This Week