ବିଦ୍ୟୁତ୍‌ ଆଘାତରେ ଜଣେ ମୃତ, ୪ ଆହତ

କୁକୁଡ଼ାଖଣ୍ଡି, ୯।୩(ଡି.ଏନ୍‌.ଏ.)- ସଦର ଥାନା ଗୁଠବନ୍ଧ ଗାଁ’କୁ ଲାଗିଥିବା ପରିବା ଖେତରେ ଘେରାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଦୁର୍ଯ୍ୟୋଧନ ମଳିକ(୪୨)। ଏଥିରେ ଆହତମାନେ ହେଲେ ସଦାନନ୍ଦ ଷଣ୍ଢ, କାଲୁ ବିଶୋୟୀ, ବାବୁଲା ପାତ୍ର ଓ ଜିତେନ୍ଦ୍ର ଦଳାଇ ।
ପ୍ରକାଶ ଯେ, ଜଣେ ବ୍ୟକ୍ତି ବାର୍‌ହା ଉପଦ୍ରବରୁ ଫସଲକୁ ରକ୍ଷା କରିବା ପାଇଁ ନିଜ ଜମି ଚାରିପଟେ ତାର ଲଗାଇ ରାତିରେ ବିଦ୍ୟୁତ୍‌ ସଂଯୋଗ କରିଥିଲେ। ସେହି ଜମିକୁ ଲାଗି ଅନ୍ୟ ଏକ ବିଲରେ କିଛି ଲୋକ ବିରି ଚାଷ କରିଥିଲେ। ବିରି ଖେତରୁ ବାର୍‌ହାକୁ ଘଉଡ଼ାଇବାକୁ ୫ଜଣ ବ୍ୟକ୍ତି ରାତିରେ ସେଠାକୁ ଯାଇଥିଲେ। ରାତି ପ୍ରାୟ ସାଢ଼େ ୧୨ଟାରେ ସେଠାରୁ ଫେରିବା ବେଳେ ସେମାନେ ପରିବା ଖେତରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ପାଟି ଶୁଣି ଗଁା ଲୋକେ ପହଞ୍ଚତ୍ ଦେଖିଲା ବେଳକୁ ଦୁର୍ଯ୍ୟୋଧନଙ୍କର ମୃତ୍ୟୁ ଘଟିଯାଇଥିଲା। ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇ ପୋଲିସକୁ ଖବର ଦିଆଯାଇଛି। ବିଦ୍ୟୁତ୍‌ ତା’ର ସଂସ୍ପର୍ଶରେ ଆସି ଗୋଟିଏ କୁକୁର ମଧ୍ୟ ମରିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାନୀତି ବାତିଲ ଦାବି କଲା ଡିଏସ୍‌ଓ

ଜୟପୁର,୨୫ା୮(ନି.ପ୍ର./ଡି.ଏନ୍‌.ଏ.): ଜୟପୁର ସରୋଜିନୀ ଭବନରେ ଏଆଇଡିଏସ୍‌ଓ ପକ୍ଷରୁ ଜିଲାସ୍ତରୀୟ ଛାତ୍ର ସମାବେଶ ଅନୁଷ୍ଠିତ ହୋଇଛି ା ଜାତୀୟ ଶିକ୍ଷାନୀତି ୨୦୧୯ ବାତିଲ ଦାବିରେ ଏହି ସମାବେଶ...

ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ

ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ...

ଲଙ୍କାଗୁଣ୍ଡ ପକାଇ ୧. ୬୬ ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ମହିଳା କର୍ମଚାରୀ ଓ ତାଙ୍କ ପ୍ରେମିକ ଗିରଫ

ଚାନ୍ଦବାଲି, ୨୦ା୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କଠାରୁ ୧ ଲକ୍ଷ ୬୬...

ଜୁଆ ଆଡ୍ଡାରେ ଚଢାଉ: ୮ କୋର୍ଟଚାଲାଣ

ସୁନ୍ଦରଗଡ଼,୨୪।୧୧(ଡି.ଏନ୍‌ଏ.): ସୁନ୍ଦରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ସୁବଲିଆ ଚକ୍ରାମାଲ ଗ୍ରାମରେ ଏକ ଜୁଆ ଆଡ୍ଡା ଉପରେ ଶୁକ୍ରବାର ଚଢାଉ କରଛି। ଏଥିରେ ସମ୍ପୃକ୍ତ ୮...

ଆଶା ଆଶଙ୍କାରେ ୩ଶହ ମୂର୍ତ୍ତି କାରିଗର

ବଅଁରପାଳ,୮ା୮(ଡି.ଏନ.ଏ.) – ପୂଜାଋତୁ ଆସିବ। ମାସ ମାସ ଧରି ଗଢ଼ାଯାଇଥିବା ମୂର୍ତ୍ତିସବୁ ବିକ୍ରି ହୋଇଯିବ। ବର୍ଷକର ଖୋରାକ ଯୋଗାଡ଼ରେ ଆଉ ଅସୁବିଧା ହେବନି। ଏପରି ଭାବନା...

ଟାର୍ଗେଟ୍‌ କୁକୁଡ଼ାଗାଲି, ଚଢ଼ାଉ ଜୋରଦାର କରୁଛି ପୋଲିସ

ବୋରିଗୁମ୍ମା,୨୫ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା କୁକୁଡ଼ା ଗାଲି ଓ ସେଠାକାର ଜୁଆଖେଳ ଉପରେ ଲଗାତାର ଚଢ଼ାଉ ଜାରି ରଖିଛି ପୋଲିସ। ଗତ ୩/୪...

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) – ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା...

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ...

Coronavirus Update

Archives

Model This Week

Why Dharitri